ହିମାଚଳ କିନ୍ନୋରରେ ଭୂସ୍ଖଳନ: ୯ମୃତ, ୩ଗୁରୁତର

The Sakala Picture
Published On

ହିମାଚଳପ୍ରଦେଶ: ହିମାଚଳପ୍ରଦେଶ କିନ୍ନୋରରେ ରବିବାର ଏକ ଆକସ୍ମିକ ଦୁର୍ଘଟଣା ଘଟିଛି । ସାଗଲା –ଚିତ୍ରକୁଲ ଭୂସ୍ଖଳନ ଘଟିବା ଫଳରେ ପଥରଗୁଡିକ ଏକ ପୋଲ ଉପରେ ପଡିଥିଲା । ଏହି ସମୟରେ ପୋଲ ଉପରେ ଯାଉଥିବା ଏକ ଟେମ୍ପୋ ପୋଲ ତଳକୁ ଖସିପଡିବାରୁ ୯ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାସହ ୩ ଜଣ ଲୋକ ଗୁରୁତର ମଧ୍ଯ ହୋଇଛନ୍ତି । ଏହି ସୂଚନା ପାଇବା ପରେ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ […]

ହିମାଚଳପ୍ରଦେଶ: ହିମାଚଳପ୍ରଦେଶ କିନ୍ନୋରରେ ରବିବାର ଏକ ଆକସ୍ମିକ ଦୁର୍ଘଟଣା ଘଟିଛି । ସାଗଲା –ଚିତ୍ରକୁଲ ଭୂସ୍ଖଳନ ଘଟିବା ଫଳରେ ପଥରଗୁଡିକ ଏକ ପୋଲ ଉପରେ ପଡିଥିଲା । ଏହି ସମୟରେ ପୋଲ ଉପରେ ଯାଉଥିବା ଏକ ଟେମ୍ପୋ ପୋଲ ତଳକୁ ଖସିପଡିବାରୁ ୯ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାସହ ୩ ଜଣ ଲୋକ ଗୁରୁତର ମଧ୍ଯ ହୋଇଛନ୍ତି । ଏହି ସୂଚନା ପାଇବା ପରେ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତ ମାନଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଚାକିରି ନାଁରେ ବିଦେଶରେ ‘ସାଇବର ଦାସତ୍ୱ’: ଯୁବକଙ୍କୁ ବିକ୍ରି କରୁଥିବା ‘ଅଲି ବାବା’ ସହ ୨ ଦଲାଲ ଗିରଫ

ସୂଚନା ମୁତାବକ, ଏହି ଦୁର୍ଘଟଣା ରବିବାର ଦିନ ୧.୩୦ ମିନିଟ୍ ସମୟରେ ଘଟିଛି । ପୋଲ ଉପରେ ଏକ ଟେମ୍ପୋରେ ୧୧ ଜଣ ଲୋକ ଯାଉଥିବା ବେଳେ ପାହାଡରୁ ବଡ ବଡ ପଥର ଖସି ପୋଲଟି ଭାଙ୍ଗିଯାଇଥିଲା । ଫଳରେ ଟେମ୍ପୋରେ ଥିବା ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି ।  ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଲୋକମାନଙ୍କର ପରିଚୟ ମିଳିପାରି ନାହିଁ ।

25 Jul 2021 By The Sakala

ହିମାଚଳ କିନ୍ନୋରରେ ଭୂସ୍ଖଳନ: ୯ମୃତ, ୩ଗୁରୁତର

ହିମାଚଳପ୍ରଦେଶ: ହିମାଚଳପ୍ରଦେଶ କିନ୍ନୋରରେ ରବିବାର ଏକ ଆକସ୍ମିକ ଦୁର୍ଘଟଣା ଘଟିଛି । ସାଗଲା –ଚିତ୍ରକୁଲ ଭୂସ୍ଖଳନ ଘଟିବା ଫଳରେ ପଥରଗୁଡିକ ଏକ ପୋଲ ଉପରେ ପଡିଥିଲା । ଏହି ସମୟରେ ପୋଲ ଉପରେ ଯାଉଥିବା ଏକ ଟେମ୍ପୋ ପୋଲ ତଳକୁ ଖସିପଡିବାରୁ ୯ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହାସହ ୩ ଜଣ ଲୋକ ଗୁରୁତର ମଧ୍ଯ ହୋଇଛନ୍ତି । ଏହି ସୂଚନା ପାଇବା ପରେ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତ ମାନଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।

ସୂଚନା ମୁତାବକ, ଏହି ଦୁର୍ଘଟଣା ରବିବାର ଦିନ ୧.୩୦ ମିନିଟ୍ ସମୟରେ ଘଟିଛି । ପୋଲ ଉପରେ ଏକ ଟେମ୍ପୋରେ ୧୧ ଜଣ ଲୋକ ଯାଉଥିବା ବେଳେ ପାହାଡରୁ ବଡ ବଡ ପଥର ଖସି ପୋଲଟି ଭାଙ୍ଗିଯାଇଥିଲା । ଫଳରେ ଟେମ୍ପୋରେ ଥିବା ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି ।  ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଲୋକମାନଙ୍କର ପରିଚୟ ମିଳିପାରି ନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର