ଡରାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌: ପୁଣି ଚିହ୍ନଟ ହେଲେ ଆଉ ୯ ଆକ୍ରାନ୍ତ, ମୋଟ ଆକ୍ରାନ୍ତ ୨୧କୁ ବୃଦ୍ଧି

The Sakala Picture
Published On

ନୂଆଦିଲ୍ଲୀ: ଭାରତରେ କାୟ ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍‌। ପୁଣି ଆଜି  ଆଉ ୯ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ୭ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଜୟପୁରରୁ ଆଉ ୯ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ତେବେ ଚିହ୍ନଟ ହୋଇଥିବା ଅନ୍ୟ ୫ ଜଣ ଏମାନଙ୍କ ସମ୍ପର୍କରେ ଆସିଥିବା ଜଣାପଡିଛି । […]

ନୂଆଦିଲ୍ଲୀ: ଭାରତରେ କାୟ ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍‌। ପୁଣି ଆଜି  ଆଉ ୯ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ୭ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଜୟପୁରରୁ ଆଉ ୯ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ତେବେ ଚିହ୍ନଟ ହୋଇଥିବା ଅନ୍ୟ ୫ ଜଣ ଏମାନଙ୍କ ସମ୍ପର୍କରେ ଆସିଥିବା ଜଣାପଡିଛି । ବର୍ତ୍ତମାନ ସମସ୍ତଙ୍କ ଚିକିତ୍ସା​‌ ଜାରିରହିଥିବା ବେଳେ ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି । ବର୍ତ୍ତମାନ ଭାରତରେ ମୋଟ ଓମିକ୍ରନ୍ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି ।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

ବର୍ତ୍ତମାନ ସୁଦ୍ଧା ଦେଶରେ ୫ ରାଜ୍ୟକୁ ବ୍ୟାପିଛି ଓମିକ୍ରନ । ସେଗୁଡିକ ହେଲା କର୍ଣ୍ଣାଟକ, ଗୁଜରାଟ, ମହାରାଷ୍ଟ୍ର ପରେ ଦିଲ୍ଲୀ ଓ ରାଜସ୍ଥାନ ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର