ସାବଧାନ! ଖସୁଛି ଚୀନ ନିର୍ମିତ ରକେଟ; ପୃଥିବୀର ଯେ କୌଣସି ସ୍ଥାନରେ କରିପାରେ କ୍ରାସ

The Sakala Picture
Published On

ନୂଆଦିଲ୍ଲୀ: ଖସୁଛି ଚୀନ ନିର୍ମିତ ରକେଟ । ପୃଥିବୀର ଯେ କୌଣସି ସ୍ଥାନରେ କରିପାରେ କ୍ରାସ । ବାୟୁମଣ୍ଡଳରେ ଏହା ଘୂରିବା ସହ କୌଣସି ମୁହୂର୍ତ୍ତରେ ଏହା ଖସିବା ଆଶଙ୍କା ରହିଛି । ଗତ ୨ ବର୍ଷ ମଧ୍ଯରେ ଚତୁର୍ଥ ଥର ଲାଗି ଏହି ଧରଣର ଘଟଣା ଘଟିବାକୁ ଯାଉଛି । ଏହି ରକେଟ ଏବେ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବା ସୂଚନା ମିଳିଛି । ଏହି ରକେଟ ଖସିପଡ଼ିବା ଘଟଣାରେ ଚୀନକୁ ସମାଲୋଚନା କରିଛନ୍ତି ଆମେରିକା ଓ […]

ନୂଆଦିଲ୍ଲୀ: ଖସୁଛି ଚୀନ ନିର୍ମିତ ରକେଟ । ପୃଥିବୀର ଯେ କୌଣସି ସ୍ଥାନରେ କରିପାରେ କ୍ରାସ । ବାୟୁମଣ୍ଡଳରେ ଏହା ଘୂରିବା ସହ କୌଣସି ମୁହୂର୍ତ୍ତରେ ଏହା ଖସିବା ଆଶଙ୍କା ରହିଛି ।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

ଗତ ୨ ବର୍ଷ ମଧ୍ଯରେ ଚତୁର୍ଥ ଥର ଲାଗି ଏହି ଧରଣର ଘଟଣା ଘଟିବାକୁ ଯାଉଛି । ଏହି ରକେଟ ଏବେ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବା ସୂଚନା ମିଳିଛି । ଏହି ରକେଟ ଖସିପଡ଼ିବା ଘଟଣାରେ ଚୀନକୁ ସମାଲୋଚନା କରିଛନ୍ତି ଆମେରିକା ଓ ୟୁରୋପ ।

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ରକେଟ ଖସିପଡିବା ଘଟଣା ପ୍ରତି ୧୦ ହଜାରରେ ଗୋଟିଏ ହୋଇଥିବାବେଳେ ଚୀନ କ୍ଷେତ୍ରରେ ଏହା କାହିଁକି ଘଟୁଛି ବୋଲି ଦୁଇ ରାଷ୍ଟ୍ର ପ୍ରଶ୍ନ କରିଛନ୍ତି । ଲଙ୍ଗ ମାର୍ଚ୍ଚ ୫-ବି ରକେଟକୁ ଗତ ଅକ୍ବୋବର ୩୧ ତାରିଖରେ ଲଞ୍ଚ କରାଯାଇଥିଲା । ଚୀନର ସ୍ପେସ୍ ଷ୍ଟେସନ ତିଆଙ୍ଗଗଙ୍ଗରେ ଏହା ରହିବାର ଥିଲା । ମାତ୍ର ଲଞ୍ଚ ହେବା ପରେ ପରେ ଏହା କକ୍ଷଚ୍ୟୁତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ସାଉଦି ଆରବ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର