ମନୋରଞ୍ଜନ
ଓଡ଼ିଶା
ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ସଂକ୍ରମିତ
ମୁମ୍ବାଇ : ଶିବସେନା ନେତା ତଥା ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ପରୀକ୍ଷା ରପୋର୍ଟରେ ସେ କରୋନା ସଂକ୍ରମିତ ଥିବା ସୂଚନା ଦେଇଛନ୍ତି। On having mild symptoms of COVID, I had myself tested and I am COVID positive. I request everyone who came in contact with me to […]
ମୁମ୍ବାଇ : ଶିବସେନା ନେତା ତଥା ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ପରୀକ୍ଷା ରପୋର୍ଟରେ ସେ କରୋନା ସଂକ୍ରମିତ ଥିବା ସୂଚନା ଦେଇଛନ୍ତି।
On having mild symptoms of COVID, I had myself tested and I am COVID positive. I request everyone who came in contact with me to get themselves tested.
ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନI urge everyone to realise that it is extremely important to not let your guard down. Please follow COVID protocols & stay safe
— Aaditya Thackeray (@AUThackeray) March 20, 2021
ସେହିପରି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି । ଏଥିସହ ସରକାରଙ୍କ କରୋନା ଗାଇଡଲାଇନକୁ ମାନିବା ସହ ସୁସ୍ଥ ଓ ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଛନ୍ତି ।






