‘ମନି ଲଣ୍ଡରିଙ୍ଗ୍‌’ ମାମଲା: ‘ଆପ୍‌’ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ‘ଆପ୍‌’ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଜାମିନ ପ୍ରଦାନ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । ୬ ସପ୍ତାହ ପାଇଁ ବେଲ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଅସୁସ୍ଥତା ଯୋଗୁ ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ‘ମନି ଲଣ୍ଡରିଙ୍ଗ୍‌’ ମାମଲାରେ ସର୍ତ୍ତମୂଳକ ଜାମିନ ଦେଇଛନ୍ତି କୋର୍ଟ । ହେଲେ ଏହି ସମୟରେ ବିନା ଅନୁମତିରେ ସେ ଦିଲ୍ଲୀ ଛାଡ଼ି ଯାଇ ପାରିବେ ନାହିଁ କିମ୍ବା ଗଣମାଧ୍ୟମରେ […]

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ‘ଆପ୍‌’ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଜାମିନ ପ୍ରଦାନ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । ୬ ସପ୍ତାହ ପାଇଁ ବେଲ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଅସୁସ୍ଥତା ଯୋଗୁ ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ‘ମନି ଲଣ୍ଡରିଙ୍ଗ୍‌’ ମାମଲାରେ ସର୍ତ୍ତମୂଳକ ଜାମିନ ଦେଇଛନ୍ତି କୋର୍ଟ । ହେଲେ ଏହି ସମୟରେ ବିନା ଅନୁମତିରେ ସେ ଦିଲ୍ଲୀ ଛାଡ଼ି ଯାଇ ପାରିବେ ନାହିଁ କିମ୍ବା ଗଣମାଧ୍ୟମରେ କୌଣସି ବିବୃତି ଦେଇପାରିବେ ନାହିଁ ବୋଲି ସୁପ୍ରିମ୍‌ କୋର୍ଟ ନିର୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଇରାନୀ ଡ୍ରୋନ୍ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ: ଟ୍ରମ୍ପଙ୍କ ନିର୍ଦ୍ଦେଶରେ ଇରାନ ଉପରେ ବଡ଼ ଧରଣର ଏୟାର ଷ୍ଟ୍ରାଇକ୍

ସୂଚନାଯୋଗ୍ୟ, ଗତକାଲି ଜେଲ୍ ଓ୍ବାସରୁମରେ ପଡ଼ି ଆହତ ହୋଇଥିଲେ ଜୈନ । ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ଯୋଗୁ ଦିଲ୍ଲୀର LNJP ହସ୍ପିଟାଲରେ ICUରେ ଭର୍ତ୍ତି କରାଯାଇଛି । ୨୦୨୨ ମେ’ ମାସରୁ ତିହାର ଜେଲରେ ଥିଲେ ସତ୍ୟେନ୍ଦ୍ର ଜୈନ ।

ଆହୁରି ପଢ଼ନ୍ତୁ: ଲୋକସଭାରେ ବିରୋଧୀଙ୍କ ହଟ୍ଟଗୋଳ: ଗୋଟିଏ ଦିନରେ ଚାରି ଥର ଗୃହ ମୁଲତବୀ

26 May 2023 By The Sakala

‘ମନି ଲଣ୍ଡରିଙ୍ଗ୍‌’ ମାମଲା: ‘ଆପ୍‌’ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ‘ଆପ୍‌’ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଜାମିନ ପ୍ରଦାନ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । ୬ ସପ୍ତାହ ପାଇଁ ବେଲ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଅସୁସ୍ଥତା ଯୋଗୁ ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ‘ମନି ଲଣ୍ଡରିଙ୍ଗ୍‌’ ମାମଲାରେ ସର୍ତ୍ତମୂଳକ ଜାମିନ ଦେଇଛନ୍ତି କୋର୍ଟ । ହେଲେ ଏହି ସମୟରେ ବିନା ଅନୁମତିରେ ସେ ଦିଲ୍ଲୀ ଛାଡ଼ି ଯାଇ ପାରିବେ ନାହିଁ କିମ୍ବା ଗଣମାଧ୍ୟମରେ କୌଣସି ବିବୃତି ଦେଇପାରିବେ ନାହିଁ ବୋଲି ସୁପ୍ରିମ୍‌ କୋର୍ଟ ନିର୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଜେଲ୍ ଓ୍ବାସରୁମରେ ପଡ଼ି ଆହତ ହୋଇଥିଲେ ଜୈନ । ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ଯୋଗୁ ଦିଲ୍ଲୀର LNJP ହସ୍ପିଟାଲରେ ICUରେ ଭର୍ତ୍ତି କରାଯାଇଛି । ୨୦୨୨ ମେ’ ମାସରୁ ତିହାର ଜେଲରେ ଥିଲେ ସତ୍ୟେନ୍ଦ୍ର ଜୈନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର