ଆପ୍ ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ୬ମାସ ପରେ ମିଳିଲା ଜାମିନ

The Sakala Picture
Published On

ନୂଆଦିଲ୍ଲୀ: ଆପ୍ ନେତା ତଥା ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି । ସଞ୍ଜୟ ସିଂହଙ୍କୁ ଆଜି ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଗତ ୬ ମାସରୁ ଅଧିକ ସମୟ ହେବ ସେ ଜେଲରେ ଥିଲେ । ବହୁ ଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗତ ବର୍ଷ ଅକ୍ଟୋବର ମାସରେ ଗିରଫ ହୋଇଥିଲେ ସାଂସଦ ସଞ୍ଜୟ ସିଂହ । ଆଜି ସୁପ୍ରିମକୋର୍ଟରେ ତାଙ୍କ ଜାମିନ ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିକୁ […]

ନୂଆଦିଲ୍ଲୀ: ଆପ୍ ନେତା ତଥା ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି । ସଞ୍ଜୟ ସିଂହଙ୍କୁ ଆଜି ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଗତ ୬ ମାସରୁ ଅଧିକ ସମୟ ହେବ ସେ ଜେଲରେ ଥିଲେ । ବହୁ ଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗତ ବର୍ଷ ଅକ୍ଟୋବର ମାସରେ ଗିରଫ ହୋଇଥିଲେ ସାଂସଦ ସଞ୍ଜୟ ସିଂହ । ଆଜି ସୁପ୍ରିମକୋର୍ଟରେ ତାଙ୍କ ଜାମିନ ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିକୁ ଅନେକ ପ୍ରଶ୍ନ କରିଥିଲେ ଯେଉଁଥିରେ କୌଣସି ପ୍ରକାର ପ୍ରତିବାଦ କରି ନଥିଲା ଇଡି । ବର୍ତ୍ତମାନ ସଞ୍ଜୟଙ୍କୁ ଏହି ଜାମିନ ମିଳିବା ପରେ କେସର ଟ୍ରାଏଲ ଶେଷ ନ ହେବା ଯାଏଁ ତାଙ୍କୁ ଗିରଫ କରାଯାଇପାରିବନାହିଁ । ତେବେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସଞ୍ଜୟ ସିଂହଙ୍କୁ ଜାମିନ ମିଳିବା ଏକ ପ୍ରକାର ଆପ୍ ଦଳର ମନୋବଳକୁ ଦୃଢ କରିଥିବା କୁହାଯାଉଛି ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶ ରେୱାରେ ପୂର୍ବତନ ଜିଲ୍ଲା ଉପାଧ୍ୟକ୍ଷଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ, ଯୁବତୀଙ୍କ ସହ ଆପତ୍ତିଜନକ ଅବସ୍ଥାରେ ନେତା

02 Apr 2024 By The Sakala

ଆପ୍ ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ୬ମାସ ପରେ ମିଳିଲା ଜାମିନ

ନୂଆଦିଲ୍ଲୀ: ଆପ୍ ନେତା ତଥା ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି । ସଞ୍ଜୟ ସିଂହଙ୍କୁ ଆଜି ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଗତ ୬ ମାସରୁ ଅଧିକ ସମୟ ହେବ ସେ ଜେଲରେ ଥିଲେ । ବହୁ ଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗତ ବର୍ଷ ଅକ୍ଟୋବର ମାସରେ ଗିରଫ ହୋଇଥିଲେ ସାଂସଦ ସଞ୍ଜୟ ସିଂହ । ଆଜି ସୁପ୍ରିମକୋର୍ଟରେ ତାଙ୍କ ଜାମିନ ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିକୁ ଅନେକ ପ୍ରଶ୍ନ କରିଥିଲେ ଯେଉଁଥିରେ କୌଣସି ପ୍ରକାର ପ୍ରତିବାଦ କରି ନଥିଲା ଇଡି । ବର୍ତ୍ତମାନ ସଞ୍ଜୟଙ୍କୁ ଏହି ଜାମିନ ମିଳିବା ପରେ କେସର ଟ୍ରାଏଲ ଶେଷ ନ ହେବା ଯାଏଁ ତାଙ୍କୁ ଗିରଫ କରାଯାଇପାରିବନାହିଁ । ତେବେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସଞ୍ଜୟ ସିଂହଙ୍କୁ ଜାମିନ ମିଳିବା ଏକ ପ୍ରକାର ଆପ୍ ଦଳର ମନୋବଳକୁ ଦୃଢ କରିଥିବା କୁହାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର