ପଞ୍ଜାବର ୮ଟି ଲୋକସଭା ଆସନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ଆପ୍

The Sakala Picture
Published On

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି ଆଜି ପଞ୍ଜାବର ୧୩ ଲୋକସଭା ଆସନ ମଧ୍ୟରୁ ୮ଟି ଆସନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ତାଲିକାରେ ୫ ଜଣ ମନ୍ତ୍ରୀଙ୍କ ସମେତ ୮ ଜଣ ପ୍ରାର୍ଥୀଙ୍କୁ ଟିକେଟ୍ ଦିଆଯାଇଛି । ଏହାସହ କଂଗ୍ରେସ ଛାଡି ଆମ୍ ଆଦମୀ ପାର୍ଟିରେ ସାମିଲ ହୋଇଥିବା ଗୁରୁପ୍ରୀତ ସିଂ ଜିପିଙ୍କୁ ମଧ୍ୟ ଟିକେଟ୍ ମିଳିଛି। ଅମୃତସରରୁ କ୍ୟାବିନେଟ ମନ୍ତ୍ରୀ କୁଲଦୀପ ସିଂ ଧଲିଓ୍ବାଲା ମଇଦାନକୁ […]

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି ଆଜି ପଞ୍ଜାବର ୧୩ ଲୋକସଭା ଆସନ ମଧ୍ୟରୁ ୮ଟି ଆସନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ତାଲିକାରେ ୫ ଜଣ ମନ୍ତ୍ରୀଙ୍କ ସମେତ ୮ ଜଣ ପ୍ରାର୍ଥୀଙ୍କୁ ଟିକେଟ୍ ଦିଆଯାଇଛି । ଏହାସହ କଂଗ୍ରେସ ଛାଡି ଆମ୍ ଆଦମୀ ପାର୍ଟିରେ ସାମିଲ ହୋଇଥିବା ଗୁରୁପ୍ରୀତ ସିଂ ଜିପିଙ୍କୁ ମଧ୍ୟ ଟିକେଟ୍ ମିଳିଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ଅମୃତସରରୁ କ୍ୟାବିନେଟ ମନ୍ତ୍ରୀ କୁଲଦୀପ ସିଂ ଧଲିଓ୍ବାଲା ମଇଦାନକୁ ଓହ୍ଲାଇବେ । ମନ୍ତ୍ରୀ ଲଲଜିତ ସିଂ ଭୁଲାର ଖଦୁର ସାହିବରୁ ପ୍ରାର୍ଥୀ ହେବେ । ପଞ୍ଜାବର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ବଲବୀର ସିଂଙ୍କୁ ପଟିଆଲାରୁ ପ୍ରାର୍ଥୀ କରାଯାଇଛି । ବଥିଣ୍ଡାରୁ ଗୁରୁମିତ ସିଂ ଖୁଦିଆନଙ୍କୁ ପାର୍ଥୀ କରାଯାଇଛି । ଗୁରୁମିତ ବର୍ତ୍ତମାନ ପଞ୍ଜାବର କୃଷି ମନ୍ତ୍ରୀ ଅଟନ୍ତି । ସେହିପରି ଜଳନ୍ଧର ଆସନରୁ ସୁଶିଲ କୁମାର ରଙ୍କୁ ଙ୍କୁ ଟିକେଟ ମିଳିଛି । ଫରିଦକୋର୍ଟରୁ କରମଜିତ୍ ଅନମୋଲଙ୍କୁ ଟିକେଟ୍ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଗୋରଖପୁରରେ ନୃଶଂସ କାଣ୍ଡ: କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ, ପୁଅକୁ ମାରିବାକୁ ଗୋଡ଼ାଇ ନିଜେ ପୋଲିସକୁ କଲା ଫୋନ୍

14 Mar 2024 By The Sakala

ପଞ୍ଜାବର ୮ଟି ଲୋକସଭା ଆସନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ଆପ୍

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି ଆଜି ପଞ୍ଜାବର ୧୩ ଲୋକସଭା ଆସନ ମଧ୍ୟରୁ ୮ଟି ଆସନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ତାଲିକାରେ ୫ ଜଣ ମନ୍ତ୍ରୀଙ୍କ ସମେତ ୮ ଜଣ ପ୍ରାର୍ଥୀଙ୍କୁ ଟିକେଟ୍ ଦିଆଯାଇଛି । ଏହାସହ କଂଗ୍ରେସ ଛାଡି ଆମ୍ ଆଦମୀ ପାର୍ଟିରେ ସାମିଲ ହୋଇଥିବା ଗୁରୁପ୍ରୀତ ସିଂ ଜିପିଙ୍କୁ ମଧ୍ୟ ଟିକେଟ୍ ମିଳିଛି।

ଅମୃତସରରୁ କ୍ୟାବିନେଟ ମନ୍ତ୍ରୀ କୁଲଦୀପ ସିଂ ଧଲିଓ୍ବାଲା ମଇଦାନକୁ ଓହ୍ଲାଇବେ । ମନ୍ତ୍ରୀ ଲଲଜିତ ସିଂ ଭୁଲାର ଖଦୁର ସାହିବରୁ ପ୍ରାର୍ଥୀ ହେବେ । ପଞ୍ଜାବର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ବଲବୀର ସିଂଙ୍କୁ ପଟିଆଲାରୁ ପ୍ରାର୍ଥୀ କରାଯାଇଛି । ବଥିଣ୍ଡାରୁ ଗୁରୁମିତ ସିଂ ଖୁଦିଆନଙ୍କୁ ପାର୍ଥୀ କରାଯାଇଛି । ଗୁରୁମିତ ବର୍ତ୍ତମାନ ପଞ୍ଜାବର କୃଷି ମନ୍ତ୍ରୀ ଅଟନ୍ତି । ସେହିପରି ଜଳନ୍ଧର ଆସନରୁ ସୁଶିଲ କୁମାର ରଙ୍କୁ ଙ୍କୁ ଟିକେଟ ମିଳିଛି । ଫରିଦକୋର୍ଟରୁ କରମଜିତ୍ ଅନମୋଲଙ୍କୁ ଟିକେଟ୍ ଦିଆଯାଇଛି ।

https://www.thesakala.in/national-international/aap-releases-list-of-8-lok-sabha-candidates-in-punjab/article-30660
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର