ଲଗାତାର ନବମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆର୍ବିଆଇ
ନୂଆଦିଲ୍ଲୀ: ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଲଗାତାର ନବମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍। ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା । ଆରବିଆଇର ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା । ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ। ରେପୋ ରେଟ୍ […]
ନୂଆଦିଲ୍ଲୀ: ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଲଗାତାର ନବମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍। ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା । ଆରବିଆଇର ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା । ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ।
ଆହୁରି ପଢ଼ନ୍ତୁ: ବାତ୍ୟା 'ମୋନ୍ଥା': ଆସନ୍ତାକାଲିଠୁ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ, ପ୍ରଭାବିତ ହୋଇଛି ରାଜ୍ୟର ୩୩ ବ୍ଲକ ଓ ୧୧ଟି ସହରାଞ୍ଚଳ ...
ରେପୋ ରେଟ୍ କ’ଣ ?
ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁର ଗାଁରେ ବୁଲୁଛି ବାଘ, ଲୋକେ ଭୟଭୀତ
ଯେଉଁ ହାରରେ ଆରବିଆଇ ଦ୍ୱାରା ବ୍ୟାଙ୍କଗୁଡ଼ିକୁ ଲୋନ୍ ଦିଆଯାଏ ସେହି ହାରକୁ ରେପୋ ରେଟ୍ କୁହାଯାଏ । ରେପୋ ରେଟ୍ ବଢିଲେ ବ୍ୟାଙ୍କଗୁଡିକ ଆରବିଆଇରୁ ଅଧିକ ସୁଧ ହାରରେ ଋଣ ପାଇବେ। ଏହା ଦ୍ବାରା ବ୍ୟାଙ୍କରୁ ଲୋକ ନେଇଥିବା ହୋମ୍ ଲୋନ୍, କାର୍ ଲୋନ୍ ଏବଂ ପର୍ସନାଲ ଲୋନ୍ ଉପରେ ସୁଧ ହାର ବୃଦ୍ଧି ପାଇବ। ଯାହା ଆପଣଙ୍କର EMI ଉପରେ ସିଧାସଳଖ ପ୍ରଭାବ ପକାଇବ।





