ପୁଣେ: କେମିକାଲ ଫ୍ଯାକଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୧୨ରୁ ଅଧିକ ମୃତ

The Sakala Picture
Published On

ପୁଣେ: ପୁଣେର ଏକ କେମିକାଲ ଫ୍ଯାକଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୨ ଜଣରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ନିଆଁ ଲିଭା କାର୍ଯ୍ଯରେ ୫ ଦମକଳ ବାହିନୀ ନିୟୋଜିତ ଅଛନ୍ତି। ଅଗ୍ନିକାଣ୍ଡର ପ୍ରକୃତ କାରଣ  ଏ ପର୍ଯ୍ଯନ୍ତ ଜଣାପଡ଼ି ନାହିଁ। ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୫ ଜଣଙ୍କ ପତ୍ତା ମିଳିପାରି ନାହିଁ। #UPDATE | Total 12 bodies recovered with […]

ପୁଣେ: ପୁଣେର ଏକ କେମିକାଲ ଫ୍ଯାକଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୨ ଜଣରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ନିଆଁ ଲିଭା କାର୍ଯ୍ଯରେ ୫ ଦମକଳ ବାହିନୀ ନିୟୋଜିତ ଅଛନ୍ତି। ଅଗ୍ନିକାଣ୍ଡର ପ୍ରକୃତ କାରଣ  ଏ ପର୍ଯ୍ଯନ୍ତ ଜଣାପଡ଼ି ନାହିଁ। ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୫ ଜଣଙ୍କ ପତ୍ତା ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ: ଆସନ୍ତା ୧୭ ତାରିଖରେ ହୋଇପାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ବାଦ୍‌ ପଡ଼ିପାରନ୍ତି ଡଜନେ ମନ୍ତ୍ରୀ

07 Jun 2021 By The Sakala

ପୁଣେ: କେମିକାଲ ଫ୍ଯାକଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୧୨ରୁ ଅଧିକ ମୃତ

ପୁଣେ: ପୁଣେର ଏକ କେମିକାଲ ଫ୍ଯାକଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୨ ଜଣରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ନିଆଁ ଲିଭା କାର୍ଯ୍ଯରେ ୫ ଦମକଳ ବାହିନୀ ନିୟୋଜିତ ଅଛନ୍ତି। ଅଗ୍ନିକାଣ୍ଡର ପ୍ରକୃତ କାରଣ  ଏ ପର୍ଯ୍ଯନ୍ତ ଜଣାପଡ଼ି ନାହିଁ। ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୫ ଜଣଙ୍କ ପତ୍ତା ମିଳିପାରି ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର