ଜୁନ ୩୦ରୁ ଆରମ୍ଭ ହେବ ଅମରନାଥ ଯାତ୍ରା
ନୂଆଦିଲ୍ଲୀ: ୨ ବର୍ଷ ପରେ ପୁଣି ଆରମ୍ଭ ହେବାକୁ ଯାଉଛି ଅମରନାଥ ଯାତ୍ରା । କରୋନା କଟକଣା ମଧ୍ୟରେ ୪୭ ଦିନ ପାଇଁ ପ୍ରଶାସନ ଅନୁମତି ଦେଇଛି। ଅମରନାଥ ଯାତ୍ରା ଜୁନ ୩୦ରୁ ଆରମ୍ଭ ହେବ। ଏନେଇ ଜମ୍ମୁ-କାଶ୍ମୀର ରାଜ୍ୟପାଳଙ୍କ କାର୍ଯ୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଯାତ୍ରା ସମୟରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରାଯିବ। Today chaired Board meeting of Shri Amarnathji Shrine Board. The 43-day holy pilgrimage will […]
ନୂଆଦିଲ୍ଲୀ: ୨ ବର୍ଷ ପରେ ପୁଣି ଆରମ୍ଭ ହେବାକୁ ଯାଉଛି ଅମରନାଥ ଯାତ୍ରା । କରୋନା କଟକଣା ମଧ୍ୟରେ ୪୭ ଦିନ ପାଇଁ ପ୍ରଶାସନ ଅନୁମତି ଦେଇଛି। ଅମରନାଥ ଯାତ୍ରା ଜୁନ ୩୦ରୁ ଆରମ୍ଭ ହେବ। ଏନେଇ ଜମ୍ମୁ-କାଶ୍ମୀର ରାଜ୍ୟପାଳଙ୍କ କାର୍ଯ୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଯାତ୍ରା ସମୟରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରାଯିବ।
Today chaired Board meeting of Shri Amarnathji Shrine Board. The 43-day holy pilgrimage will commence on 30th June with all covid protocols in place & culminate, as per the tradition,on the day of Raksha Bandhan.We had in-depth discussion on various issues also on upcoming Yatra. pic.twitter.com/MxbYqJrVDL
ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା— Office of LG J&K (@OfficeOfLGJandK) March 27, 2022
ସୂଚନା ଅନୁଯାୟୀ, ଜମ୍ମୁ –କାଶ୍ମୀରର ଉପ-ରାଜ୍ୟପାଳ ମନୋଜ ସିହ୍ନା ଆଜି ଅମରନାଥ ବୋର୍ଡ ସହ ଏକ ବୈଠକ କରିଥିଲେ । ବୈଠକ ପରେ ଜୁନ ୩୦ ରୁ ଯାତ୍ରା ଆରମ୍ଭ ହେବ ବୋଲି ରାଜ୍ୟପାଳଙ୍କ କାର୍ଯ୍ଯାଳୟ ପକ୍ଷରୁ ଟ୍ୱିଟ୍ କରାଯାଇଛି ।
ଜୁନ ୩୦ରୁ ଆରମ୍ଭ ହେବ ଅମରନାଥ ଯାତ୍ରା
ନୂଆଦିଲ୍ଲୀ: ୨ ବର୍ଷ ପରେ ପୁଣି ଆରମ୍ଭ ହେବାକୁ ଯାଉଛି ଅମରନାଥ ଯାତ୍ରା । କରୋନା କଟକଣା ମଧ୍ୟରେ ୪୭ ଦିନ ପାଇଁ ପ୍ରଶାସନ ଅନୁମତି ଦେଇଛି। ଅମରନାଥ ଯାତ୍ରା ଜୁନ ୩୦ରୁ ଆରମ୍ଭ ହେବ। ଏନେଇ ଜମ୍ମୁ-କାଶ୍ମୀର ରାଜ୍ୟପାଳଙ୍କ କାର୍ଯ୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଯାତ୍ରା ସମୟରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରାଯିବ।
Today chaired Board meeting of Shri Amarnathji Shrine Board. The 43-day holy pilgrimage will commence on 30th June with all covid protocols in place & culminate, as per the tradition,on the day of Raksha Bandhan.We had in-depth discussion on various issues also on upcoming Yatra. pic.twitter.com/MxbYqJrVDL
— Office of LG J&K (@OfficeOfLGJandK) March 27, 2022