ଆନ୍ଧ୍ର ସରକାର ମୃତ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି

The Sakala Picture
Published On

ଭୁବନେଶ୍ୱର: ଆନ୍ଧ୍ର ସରକାର ମୃତ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ପ୍ରତ୍ୟକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଗତକାଲି ରାତିରେ ଗୁଣ୍ଟୁରରେ ଥିବା ଏହି ଚିଙ୍ଗୁଡ଼ି ଫ୍ୟାକ୍ଟିରେ ଘଟିଥିଲା ଅଘଟଣ । ଫଳରେ ସେଠାରେ କାର୍ଯ୍ୟକରୁଥିବା ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ଏହି […]

ଭୁବନେଶ୍ୱର: ଆନ୍ଧ୍ର ସରକାର ମୃତ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ପ୍ରତ୍ୟକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଗତକାଲି ରାତିରେ ଗୁଣ୍ଟୁରରେ ଥିବା ଏହି ଚିଙ୍ଗୁଡ଼ି ଫ୍ୟାକ୍ଟିରେ ଘଟିଥିଲା ଅଘଟଣ । ଫଳରେ ସେଠାରେ କାର୍ଯ୍ୟକରୁଥିବା ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ସମବେଦନା ଜଣାଇଥଲେ । ସେହିପରି ମୃତକଙ୍କ ପରିବାର ପିଛା ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

31 Jul 2021 By The Sakala

ଆନ୍ଧ୍ର ସରକାର ମୃତ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି

ଭୁବନେଶ୍ୱର: ଆନ୍ଧ୍ର ସରକାର ମୃତ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ପ୍ରତ୍ୟକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଗତକାଲି ରାତିରେ ଗୁଣ୍ଟୁରରେ ଥିବା ଏହି ଚିଙ୍ଗୁଡ଼ି ଫ୍ୟାକ୍ଟିରେ ଘଟିଥିଲା ଅଘଟଣ । ଫଳରେ ସେଠାରେ କାର୍ଯ୍ୟକରୁଥିବା ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ସମବେଦନା ଜଣାଇଥଲେ । ସେହିପରି ମୃତକଙ୍କ ପରିବାର ପିଛା ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର