ଭୟଙ୍କର ଭୂକମ୍ପରେ ପୁଣି ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୫.୬ ରେକର୍ଡ

The Sakala Picture
Published On

ନୂଆଦିଲ୍ଲୀ: ତୁହାକୁ ତୁହା ଭୂମିକମ୍ପରେ ଥରୁଛି ତୁର୍କୀ । ଗତ ୨୪ ଘଣ୍ଟା ମଧ୍ୟରେ ୪ ଥର ଭୂମିକମ୍ପର ଝଟ୍‌କା ଅନୁଭୂତ ହେଲାଣି। ତୁର୍କୀର ଗୋଲାବାସୀ ସହରରେ ଆଜି ପୁଣି ଭୂକମ୍ପ ଅନୁଭୂତ ହୋଇଛି । ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୬ ରେକର୍ଡ କରାଯାଇଛି। ବାରମ୍ବାର ଭୂକମ୍ପ ଯୋଗୁଁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହେଉଛି । ସୋମବାର ତୁର୍କୀ ଓ ସିରିୟାରେ ଆସିଥିବା ଶକ୍ତିଶାଳୀ ଭୂମିକମ୍ପ ପ୍ରଳୟ ରଚିଛି। ପ୍ରଥମେ ଭୋର ୪ଟାରେ ୭.୮ ତୀବ୍ରତାର […]

ନୂଆଦିଲ୍ଲୀ: ତୁହାକୁ ତୁହା ଭୂମିକମ୍ପରେ ଥରୁଛି ତୁର୍କୀ । ଗତ ୨୪ ଘଣ୍ଟା ମଧ୍ୟରେ ୪ ଥର ଭୂମିକମ୍ପର ଝଟ୍‌କା ଅନୁଭୂତ ହେଲାଣି। ତୁର୍କୀର ଗୋଲାବାସୀ ସହରରେ ଆଜି ପୁଣି ଭୂକମ୍ପ ଅନୁଭୂତ ହୋଇଛି । ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୬ ରେକର୍ଡ କରାଯାଇଛି। ବାରମ୍ବାର ଭୂକମ୍ପ ଯୋଗୁଁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହେଉଛି ।

ଆହୁରି ପଢ଼ନ୍ତୁ: ନିଟ୍‌ ପେପର ଲିକ୍ ଓ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ: ସଂସଦ ବାହାରେ କଳା ପୋଷାକରେ ବିରୋଧୀ ସାଂସଦଙ୍କ ପ୍ରତିବାଦ

ସୋମବାର ତୁର୍କୀ ଓ ସିରିୟାରେ ଆସିଥିବା ଶକ୍ତିଶାଳୀ ଭୂମିକମ୍ପ ପ୍ରଳୟ ରଚିଛି। ପ୍ରଥମେ ଭୋର ୪ଟାରେ ୭.୮ ତୀବ୍ରତାର ଭୂମିକମ୍ପ ହୋଇଥିଲା। ଏହାପରେ ୭.୫ ଓ ପରେ ୬ ତୀବ୍ରତାର ଭୂମିକମ୍ପରେ ଦୋହଲିଥିଲା ତୁର୍କୀ। ଫଳରେ ତୁର୍କୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୦୦ ଲୋକ ପ୍ରାଣ ହରାଇ ସାରିଲେଣି। ତୁର୍କୀ ଓ ସିରିୟାରେ ବର୍ତ୍ତମାନ ସୁଦ୍ଧା ୪୩୬୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ସେହିପରି ହଜାର ହଜାର ସଂଖ୍ୟାରେ ଲୋକ ଆହତ ହୋଇଛନ୍ତି । ତୁହା କୁ ତୁହା ଆସୁଥିବା ଭୂମିକମ୍ପ ଯୋଗୁ ମୃତ୍ୟୁ ସଂଖ୍ୟା ୮ ଗୁଣା ବଢ଼ିପାରେ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି।

ଆହୁରି ପଢ଼ନ୍ତୁ: ୨୬ଦିନ ପରେ ଅନଶନ ଭାଙ୍ଗିଲେ ସୋନମ୍ ୱାଙ୍ଗଚୁକ୍, ଦେଶରେ ଶାନ୍ତି ବଜାୟ ରଖିବାକୁ ୱାଙ୍ଗଚୁକ୍ କଲେ ଅପିଲ୍

07 Feb 2023 By The Sakala

ଭୟଙ୍କର ଭୂକମ୍ପରେ ପୁଣି ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୫.୬ ରେକର୍ଡ

ନୂଆଦିଲ୍ଲୀ: ତୁହାକୁ ତୁହା ଭୂମିକମ୍ପରେ ଥରୁଛି ତୁର୍କୀ । ଗତ ୨୪ ଘଣ୍ଟା ମଧ୍ୟରେ ୪ ଥର ଭୂମିକମ୍ପର ଝଟ୍‌କା ଅନୁଭୂତ ହେଲାଣି। ତୁର୍କୀର ଗୋଲାବାସୀ ସହରରେ ଆଜି ପୁଣି ଭୂକମ୍ପ ଅନୁଭୂତ ହୋଇଛି । ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୬ ରେକର୍ଡ କରାଯାଇଛି। ବାରମ୍ବାର ଭୂକମ୍ପ ଯୋଗୁଁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହେଉଛି ।

ସୋମବାର ତୁର୍କୀ ଓ ସିରିୟାରେ ଆସିଥିବା ଶକ୍ତିଶାଳୀ ଭୂମିକମ୍ପ ପ୍ରଳୟ ରଚିଛି। ପ୍ରଥମେ ଭୋର ୪ଟାରେ ୭.୮ ତୀବ୍ରତାର ଭୂମିକମ୍ପ ହୋଇଥିଲା। ଏହାପରେ ୭.୫ ଓ ପରେ ୬ ତୀବ୍ରତାର ଭୂମିକମ୍ପରେ ଦୋହଲିଥିଲା ତୁର୍କୀ। ଫଳରେ ତୁର୍କୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୦୦ ଲୋକ ପ୍ରାଣ ହରାଇ ସାରିଲେଣି। ତୁର୍କୀ ଓ ସିରିୟାରେ ବର୍ତ୍ତମାନ ସୁଦ୍ଧା ୪୩୬୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ସେହିପରି ହଜାର ହଜାର ସଂଖ୍ୟାରେ ଲୋକ ଆହତ ହୋଇଛନ୍ତି । ତୁହା କୁ ତୁହା ଆସୁଥିବା ଭୂମିକମ୍ପ ଯୋଗୁ ମୃତ୍ୟୁ ସଂଖ୍ୟା ୮ ଗୁଣା ବଢ଼ିପାରେ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର