ଦିଲ୍ଲୀରୁ ଚିହ୍ନଟ ହେଲା ମଙ୍କିପକ୍ସର ଆଉ ଏକ ସନ୍ଦିଗ୍ଧ ମାମଲା

The Sakala Picture
Published On

ଦିଲ୍ଲୀ: ଦିଲ୍ଲୀରେ ଆଉ ଜଣେ ବ୍ୟକ୍ତିଙ୍କ ଠାରେ ଦେଖାଯାଇଛି ମଙ୍କିପକ୍ସର ଲକ୍ଷଣ। ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲରେ ଚିକିତ୍ସା କରାଯାଉଛି। ବ୍ୟକ୍ତିଙ୍କର ରକ୍ତ ନମୂନା ଟେଷ୍ଟ ପାଇଁ ପୁଣେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ବାୟରୋଲୋଜିକୁ ପଠାଯାଇଛି। ତେବେ ଏହାକୁ ମିଶାଇ ଦେଶରେ ଏଯାଏଁ ୪ଜଣଙ୍କ ଠାରେ ମଙ୍କିପକ୍ସର ଲକ୍ଷଣ ସାମ୍ନାକୁ ଆସିଛି । ଏହି ଘଟଣା ପରେ ଅନ୍ୟ ସବୁ ରାଜ୍ୟକୁ ଆଲର୍ଟ ରହିବାକୁ କୁହାଯାଇଛି । ସୂଚନା ଅନୁଯାୟୀ, ସନ୍ଦିଗ୍ଧ ରୋଗୀ ବିଦେଶ ଯାତ୍ରା କରି […]

ଦିଲ୍ଲୀ: ଦିଲ୍ଲୀରେ ଆଉ ଜଣେ ବ୍ୟକ୍ତିଙ୍କ ଠାରେ ଦେଖାଯାଇଛି ମଙ୍କିପକ୍ସର ଲକ୍ଷଣ। ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲରେ ଚିକିତ୍ସା କରାଯାଉଛି। ବ୍ୟକ୍ତିଙ୍କର ରକ୍ତ ନମୂନା ଟେଷ୍ଟ ପାଇଁ ପୁଣେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ବାୟରୋଲୋଜିକୁ ପଠାଯାଇଛି। ତେବେ ଏହାକୁ ମିଶାଇ ଦେଶରେ ଏଯାଏଁ ୪ଜଣଙ୍କ ଠାରେ ମଙ୍କିପକ୍ସର ଲକ୍ଷଣ ସାମ୍ନାକୁ ଆସିଛି । ଏହି ଘଟଣା ପରେ ଅନ୍ୟ ସବୁ ରାଜ୍ୟକୁ ଆଲର୍ଟ ରହିବାକୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଫ୍ରାନ୍ସରେ ପ୍ରଥମ ଥର ପାଇଁ ମଣିଷ ଶରୀରରେ ଚିହ୍ନଟ ହେଲା ଶାମୋଣ୍ଡା ଭାଇରସ୍, ସଂକ୍ରମିତଙ୍କ ମୃତ୍ୟୁ

ସୂଚନା ଅନୁଯାୟୀ, ସନ୍ଦିଗ୍ଧ ରୋଗୀ ବିଦେଶ ଯାତ୍ରା କରି ଦେଶକୁ ଫେରିଛନ୍ତି ।  ତେବେ ବର୍ତ୍ତମାନ ତାଙ୍କୁ ହସ୍ପିଟାଲରେ ଅବଜରଭେସନରେ ରଖାଯାଇଛି ।

ଆହୁରି ପଢ଼ନ୍ତୁ: ଆଇଟିବିପି ମୁଖ୍ୟଙ୍କ ଅରୁଣାଚଳ ସୀମା ବୟାନ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କଲେ ଅଭିଜିତ ଡିପକେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର