By
The Sakala
ଦିଲ୍ଲୀ: ଦିଲ୍ଲୀରେ ଆଉ ଜଣେ ବ୍ୟକ୍ତିଙ୍କ ଠାରେ ଦେଖାଯାଇଛି ମଙ୍କିପକ୍ସର ଲକ୍ଷଣ। ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲରେ ଚିକିତ୍ସା କରାଯାଉଛି। ବ୍ୟକ୍ତିଙ୍କର ରକ୍ତ ନମୂନା ଟେଷ୍ଟ ପାଇଁ ପୁଣେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ବାୟରୋଲୋଜିକୁ ପଠାଯାଇଛି। ତେବେ ଏହାକୁ ମିଶାଇ ଦେଶରେ ଏଯାଏଁ ୪ଜଣଙ୍କ ଠାରେ ମଙ୍କିପକ୍ସର ଲକ୍ଷଣ ସାମ୍ନାକୁ ଆସିଛି । ଏହି ଘଟଣା ପରେ ଅନ୍ୟ ସବୁ ରାଜ୍ୟକୁ ଆଲର୍ଟ ରହିବାକୁ କୁହାଯାଇଛି । ସୂଚନା ଅନୁଯାୟୀ, ସନ୍ଦିଗ୍ଧ ରୋଗୀ ବିଦେଶ ଯାତ୍ରା କରି […]
ଦିଲ୍ଲୀ: ଦିଲ୍ଲୀରେ ଆଉ ଜଣେ ବ୍ୟକ୍ତିଙ୍କ ଠାରେ ଦେଖାଯାଇଛି ମଙ୍କିପକ୍ସର ଲକ୍ଷଣ। ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲରେ ଚିକିତ୍ସା କରାଯାଉଛି। ବ୍ୟକ୍ତିଙ୍କର ରକ୍ତ ନମୂନା ଟେଷ୍ଟ ପାଇଁ ପୁଣେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ବାୟରୋଲୋଜିକୁ ପଠାଯାଇଛି। ତେବେ ଏହାକୁ ମିଶାଇ ଦେଶରେ ଏଯାଏଁ ୪ଜଣଙ୍କ ଠାରେ ମଙ୍କିପକ୍ସର ଲକ୍ଷଣ ସାମ୍ନାକୁ ଆସିଛି । ଏହି ଘଟଣା ପରେ ଅନ୍ୟ ସବୁ ରାଜ୍ୟକୁ ଆଲର୍ଟ ରହିବାକୁ କୁହାଯାଇଛି ।
ସୂଚନା ଅନୁଯାୟୀ, ସନ୍ଦିଗ୍ଧ ରୋଗୀ ବିଦେଶ ଯାତ୍ରା କରି ଦେଶକୁ ଫେରିଛନ୍ତି । ତେବେ ବର୍ତ୍ତମାନ ତାଙ୍କୁ ହସ୍ପିଟାଲରେ ଅବଜରଭେସନରେ ରଖାଯାଇଛି ।
About The Author: The Sakala