ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ସିଡିଏସ ବିପିନ ରାୱତ

The Sakala Picture
Published On

ନୂଆଦିଲ୍ଲୀ: ତାମିଲନାଡୁର କୁନ୍ନୁରରେ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ସବୁଠାରୁ ବଡ଼ କଥା ହେଉଛି ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ଥିଲେ । ଭାରତୀୟ ବାୟୁ ସେନାର MI-17V5 ହେଲିକପ୍ଟରରେ ଲେକ୍ଟର ସିରିଜରେ ଯୋଗ ଦେବାକୁ ଯାଉଥିଲେ ସିଡିଏସ୍ ।  ଘଟଣାସ୍ଥଳରୁ ସିଡିଏସ ବିପିନ ରାୱତଙ୍କୁ ଗୁରୁତର ଅବସ୍ଥାରେ ହସିପିଟାଲକୁ ନିଆଯାଇଛି। କୁହାଯାଉଛି କି ଖରାପ ପାଗ ଯୋଗୁଁ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଥିଲା । ଏହି […]

ନୂଆଦିଲ୍ଲୀ: ତାମିଲନାଡୁର କୁନ୍ନୁରରେ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ସବୁଠାରୁ ବଡ଼ କଥା ହେଉଛି ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ଥିଲେ । ଭାରତୀୟ ବାୟୁ ସେନାର MI-17V5 ହେଲିକପ୍ଟରରେ ଲେକ୍ଟର ସିରିଜରେ ଯୋଗ ଦେବାକୁ ଯାଉଥିଲେ ସିଡିଏସ୍ ।  ଘଟଣାସ୍ଥଳରୁ ସିଡିଏସ ବିପିନ ରାୱତଙ୍କୁ ଗୁରୁତର ଅବସ୍ଥାରେ ହସିପିଟାଲକୁ ନିଆଯାଇଛି।

ଆହୁରି ପଢ଼ନ୍ତୁ: ୬ ବର୍ଷ ପରେ ଆକାଶ ଛୁଇଁଲା ଏୟାର ଇଣ୍ଡିଆର ‘ବୋଇିଂ ୭୭୭’, ନାଗପୁରରୁ ଉଡି ଅହମ୍ମଦାବାଦରେ କଲା ଲ୍ୟାଣ୍ଡିଂ

କୁହାଯାଉଛି କି ଖରାପ ପାଗ ଯୋଗୁଁ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଥିଲା । ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ବି ଥିଲେ । ଉଦ୍ଧାର ହୋଇଥିବା ଲୋକଙ୍କୁ ୱିଲିଂଟନ ବେସରେ ଚିକିତ୍ସା କରାଯାଉଛି । ପ୍ରାରମ୍ଭିକ ସୂଚନା ମୁତାବକ ସିଡିଏସ ବିପିନ ରାୱତ ନିଜ ପତ୍ନୀଙ୍କ ସହ ୱିଲିଂଟନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ୱିଲିଂଟନ ଠାରେ ଆର୍ମ ଫୋର୍ସର ଏକ କଲେଜ ରହିଛି । ସେଠାରେ ସିଡିଏସ ବିପିନ ରାୱତ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ । ସେଠାରୁ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିବା ବାଟରେ କୁନ୍ନୁର ଠାରେ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଛି । ହେଲିକପ୍ଟରରେ ସିଡିଏସ ବିପିନ ରାୱତ, ତାଙ୍କ ପତ୍ନୀ ମଧୁଲିକା ରାୱତ, ଏସଏମ. ଭିଏସଏମ, ହରଜିନ୍ଦର ସିଂ,ଏନ.କେ ଗୁରୁସ୍ୱେକା ସିଂ, ଏନ.କେ ଜିତେନ୍ଦ୍ର କୁମାର, ଏଲ.ଏନକେ ବିବେକ କୁମାର,ଏଲ.ଏନକେ.ବି ସାଇ ତେଜା, ଓ ଏଚଏଭି ସତପାଲ ସାମିଲ ଥିଲେ ।

ଆହୁରି ପଢ଼ନ୍ତୁ: ମଝି ଆକାଶରୁ ଫେରିଲା ଇଣ୍ଡିଗୋ ବିମାନ: ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ନୂଆଦିଲ୍ଲୀରୁ ମାଞ୍ଚେଷ୍ଟର ଯାଉଥିବା ବିମାନର ୟୁ-ଟର୍ଣ୍ଣ

08 Dec 2021 By The Sakala

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ସିଡିଏସ ବିପିନ ରାୱତ

ନୂଆଦିଲ୍ଲୀ: ତାମିଲନାଡୁର କୁନ୍ନୁରରେ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ସବୁଠାରୁ ବଡ଼ କଥା ହେଉଛି ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ଥିଲେ । ଭାରତୀୟ ବାୟୁ ସେନାର MI-17V5 ହେଲିକପ୍ଟରରେ ଲେକ୍ଟର ସିରିଜରେ ଯୋଗ ଦେବାକୁ ଯାଉଥିଲେ ସିଡିଏସ୍ ।  ଘଟଣାସ୍ଥଳରୁ ସିଡିଏସ ବିପିନ ରାୱତଙ୍କୁ ଗୁରୁତର ଅବସ୍ଥାରେ ହସିପିଟାଲକୁ ନିଆଯାଇଛି।

କୁହାଯାଉଛି କି ଖରାପ ପାଗ ଯୋଗୁଁ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଥିଲା । ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ବି ଥିଲେ । ଉଦ୍ଧାର ହୋଇଥିବା ଲୋକଙ୍କୁ ୱିଲିଂଟନ ବେସରେ ଚିକିତ୍ସା କରାଯାଉଛି । ପ୍ରାରମ୍ଭିକ ସୂଚନା ମୁତାବକ ସିଡିଏସ ବିପିନ ରାୱତ ନିଜ ପତ୍ନୀଙ୍କ ସହ ୱିଲିଂଟନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ୱିଲିଂଟନ ଠାରେ ଆର୍ମ ଫୋର୍ସର ଏକ କଲେଜ ରହିଛି । ସେଠାରେ ସିଡିଏସ ବିପିନ ରାୱତ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ । ସେଠାରୁ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିବା ବାଟରେ କୁନ୍ନୁର ଠାରେ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଛି । ହେଲିକପ୍ଟରରେ ସିଡିଏସ ବିପିନ ରାୱତ, ତାଙ୍କ ପତ୍ନୀ ମଧୁଲିକା ରାୱତ, ଏସଏମ. ଭିଏସଏମ, ହରଜିନ୍ଦର ସିଂ,ଏନ.କେ ଗୁରୁସ୍ୱେକା ସିଂ, ଏନ.କେ ଜିତେନ୍ଦ୍ର କୁମାର, ଏଲ.ଏନକେ ବିବେକ କୁମାର,ଏଲ.ଏନକେ.ବି ସାଇ ତେଜା, ଓ ଏଚଏଭି ସତପାଲ ସାମିଲ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର