ଅରୁଣାଚଳ ପ୍ରଦେଶରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

The Sakala Picture
Published On

ଇଟାନଗର: ଅରୁଣାଚଳ ପ୍ରଦେଶର ଉପେର ସିଆଙ୍ଗ ଜିଲ୍ଲାରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତୁତିଙ୍ଗ ମୁଖ୍ୟାଳୟଠାରୁ ୨୫ କିମି ଦୂର ସିଙ୍ଗିଙ୍ଗ ଗାଁ ପାଖରେ ଏହି ଦୁର୍ଘଟଣା ଘଟିଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟିଥିବା ସ୍ଥାନକୁ କୌଣସି ରାସ୍ତା ସଂଯୋଗ ନାହିଁ। ଘଟଣାସ୍ଥଳକୁ ଉଦ୍ଧାରକାରୀ ଟିମ୍ ପଠାଯାଇଛି। ସୂଚନାଅନୁଯାୟୀ, ସେନା ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେନାର ଆକ୍ରାମକ ହେଲିକପ୍ଟର ହେଉଛି ରୁଦ୍ର । ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ ଭାରତୀୟ […]

ଇଟାନଗର: ଅରୁଣାଚଳ ପ୍ରଦେଶର ଉପେର ସିଆଙ୍ଗ ଜିଲ୍ଲାରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତୁତିଙ୍ଗ ମୁଖ୍ୟାଳୟଠାରୁ ୨୫ କିମି ଦୂର ସିଙ୍ଗିଙ୍ଗ ଗାଁ ପାଖରେ ଏହି ଦୁର୍ଘଟଣା ଘଟିଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟିଥିବା ସ୍ଥାନକୁ କୌଣସି ରାସ୍ତା ସଂଯୋଗ ନାହିଁ। ଘଟଣାସ୍ଥଳକୁ ଉଦ୍ଧାରକାରୀ ଟିମ୍ ପଠାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

ସୂଚନାଅନୁଯାୟୀ, ସେନା ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେନାର ଆକ୍ରାମକ ହେଲିକପ୍ଟର ହେଉଛି ରୁଦ୍ର । ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ ଭାରତୀୟ ସେନା ପାଇଁ ଏହାକୁ ବନାଇଛି । ଏହା ହାଲୁକା ଧ୍ରୁବ ହେଲିକପ୍ଟରର ୱିପନ ସିଷ୍ଟମ ଇଣ୍ଟିଗ୍ରେଟେଡ ଏମକେ-ଆଇଭି ସଂସ୍କରଣ ଅଟେ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ: ଆଇଆରଏସ୍ ଅଫିସରଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା, ଗିରଫ ହେଲା ପୂର୍ବତନ ଚାକର

ଖବର ଅନୁଯାୟୀ, ଚଳିତ ବର୍ଷ ଅକ୍ଟୋବରରେ ଅରୁଣାଚଳପ୍ରଦେଶରେ ଏହା ହେଉଛି ଦ୍ୱିତୀୟ ହେଲିକପ୍ଟର ଦୁର୍ଘଟଣା। ଏହା ପୂର୍ବରୁ ତାୱାଙ୍ଗ ନିକଟରେ Cheetah ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଆହୁରି ପଢ଼ନ୍ତୁ: ବିକାଜି ଫୁଡ୍ସର ପ୍ରତିଷ୍ଠାତା ଶିବ ରତନ ଅଗ୍ରୱାଲଙ୍କ ପରଲୋକ, ୭୪ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁ

21 Oct 2022 By The Sakala

ଅରୁଣାଚଳ ପ୍ରଦେଶରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଇଟାନଗର: ଅରୁଣାଚଳ ପ୍ରଦେଶର ଉପେର ସିଆଙ୍ଗ ଜିଲ୍ଲାରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତୁତିଙ୍ଗ ମୁଖ୍ୟାଳୟଠାରୁ ୨୫ କିମି ଦୂର ସିଙ୍ଗିଙ୍ଗ ଗାଁ ପାଖରେ ଏହି ଦୁର୍ଘଟଣା ଘଟିଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟିଥିବା ସ୍ଥାନକୁ କୌଣସି ରାସ୍ତା ସଂଯୋଗ ନାହିଁ। ଘଟଣାସ୍ଥଳକୁ ଉଦ୍ଧାରକାରୀ ଟିମ୍ ପଠାଯାଇଛି।

ସୂଚନାଅନୁଯାୟୀ, ସେନା ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେନାର ଆକ୍ରାମକ ହେଲିକପ୍ଟର ହେଉଛି ରୁଦ୍ର । ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ ଭାରତୀୟ ସେନା ପାଇଁ ଏହାକୁ ବନାଇଛି । ଏହା ହାଲୁକା ଧ୍ରୁବ ହେଲିକପ୍ଟରର ୱିପନ ସିଷ୍ଟମ ଇଣ୍ଟିଗ୍ରେଟେଡ ଏମକେ-ଆଇଭି ସଂସ୍କରଣ ଅଟେ ।

ଖବର ଅନୁଯାୟୀ, ଚଳିତ ବର୍ଷ ଅକ୍ଟୋବରରେ ଅରୁଣାଚଳପ୍ରଦେଶରେ ଏହା ହେଉଛି ଦ୍ୱିତୀୟ ହେଲିକପ୍ଟର ଦୁର୍ଘଟଣା। ଏହା ପୂର୍ବରୁ ତାୱାଙ୍ଗ ନିକଟରେ Cheetah ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର