ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଗଓ୍ବନ୍ତ ମାନ୍‌

The Sakala Picture
Published On

ଚଣ୍ଡିଗଡ଼: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଗଓ୍ବନ୍ତ ମାନ୍‌। ଏହି ଭବ୍ୟ ସମାରୋହରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ମଧ୍ୟ ସାମିଲ ହେବେ । ଭଗଓ୍ୱନ୍ତ ମାନଙ୍କ ବ୍ୟତୀତ ଅନ୍ୟ ୧୭ ବିଧାୟକ ମନ୍ତ୍ରୀ ପଦର ଶପଥ ନେବାର ଥିଲା । କିନ୍ତୁ ଆଜି କେବଳ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ହିଁ ଶପଥ ନେବେ । ଅନ୍ୟ ମନ୍ତ୍ରୀମାନେ ପରେ ଶପଥ ଗ୍ରହଣ କରିବେ । ପଞ୍ଜାବରେ ଆମ୍‌ ଆଦମୀ ପାର୍ଟିର ବିପୁଳ ବିଜୟ […]

ଚଣ୍ଡିଗଡ଼: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଗଓ୍ବନ୍ତ ମାନ୍‌। ଏହି ଭବ୍ୟ ସମାରୋହରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ମଧ୍ୟ ସାମିଲ ହେବେ । ଭଗଓ୍ୱନ୍ତ ମାନଙ୍କ ବ୍ୟତୀତ ଅନ୍ୟ ୧୭ ବିଧାୟକ ମନ୍ତ୍ରୀ ପଦର ଶପଥ ନେବାର ଥିଲା । କିନ୍ତୁ ଆଜି କେବଳ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ହିଁ ଶପଥ ନେବେ । ଅନ୍ୟ ମନ୍ତ୍ରୀମାନେ ପରେ ଶପଥ ଗ୍ରହଣ କରିବେ । ପଞ୍ଜାବରେ ଆମ୍‌ ଆଦମୀ ପାର୍ଟିର ବିପୁଳ ବିଜୟ ପରେ ଏବେ ସରକାର ଗଠନ ପ୍ରକ୍ରିୟା ଜୋରସୋରରେ ଚାଲିଛି । ଆପ୍‌ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ସହ ବୈଠକ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଜାରି ରହିଛି ।

ଆହୁରି ପଢ଼ନ୍ତୁ: ଲୋକସଭାରେ କାଟ୍ ଖାଇଲା ସମ୍ବିଧାନ ସଂଶୋଧନ ବିଲ୍; ମିଳିଲାନି ଆବଶ୍ୟକ ସମର୍ଥନ, କମ୍‌ ପଡ଼ିଲା ୫୪ ଭୋଟ୍‌

ଗତ ଶନିବାର, ଭଗଓ୍ୱନ୍ତ ମାନ୍‌ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଥିଲେ । ଆଜି ମଧ୍ୟାହ୍ନ ୧୨ ଟା ୩୦ରେ ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହଙ୍କ ପୈତୃକ ଗାଁ’ରେ ଶପଥ ନେବେ ଭଗଓ୍ବନ୍ତ ମାନ୍ । ପଞ୍ଜାବର ମୋଟ ୧୧୭ ସିଟରୁ ୯୨ଟି ସିଟ୍‌ ହାତେଇ ସରକାର ଗଢିବାକୁ ଯାଉଛି ଆମ ଆଦମୀ ପାର୍ଟି ।

ଆହୁରି ପଢ଼ନ୍ତୁ: "ନାଟୋ ଏକ ପେପର ଟାଇଗର": ହୋରମୁଜ୍ ପ୍ରଣାଳୀ ଓ ଇରାନ ଚୁକ୍ତି ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ

16 Mar 2022 By The Sakala

ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଗଓ୍ବନ୍ତ ମାନ୍‌

ଚଣ୍ଡିଗଡ଼: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଗଓ୍ବନ୍ତ ମାନ୍‌। ଏହି ଭବ୍ୟ ସମାରୋହରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ମଧ୍ୟ ସାମିଲ ହେବେ । ଭଗଓ୍ୱନ୍ତ ମାନଙ୍କ ବ୍ୟତୀତ ଅନ୍ୟ ୧୭ ବିଧାୟକ ମନ୍ତ୍ରୀ ପଦର ଶପଥ ନେବାର ଥିଲା । କିନ୍ତୁ ଆଜି କେବଳ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ହିଁ ଶପଥ ନେବେ । ଅନ୍ୟ ମନ୍ତ୍ରୀମାନେ ପରେ ଶପଥ ଗ୍ରହଣ କରିବେ । ପଞ୍ଜାବରେ ଆମ୍‌ ଆଦମୀ ପାର୍ଟିର ବିପୁଳ ବିଜୟ ପରେ ଏବେ ସରକାର ଗଠନ ପ୍ରକ୍ରିୟା ଜୋରସୋରରେ ଚାଲିଛି । ଆପ୍‌ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ସହ ବୈଠକ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଜାରି ରହିଛି ।

ଗତ ଶନିବାର, ଭଗଓ୍ୱନ୍ତ ମାନ୍‌ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଥିଲେ । ଆଜି ମଧ୍ୟାହ୍ନ ୧୨ ଟା ୩୦ରେ ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହଙ୍କ ପୈତୃକ ଗାଁ’ରେ ଶପଥ ନେବେ ଭଗଓ୍ବନ୍ତ ମାନ୍ । ପଞ୍ଜାବର ମୋଟ ୧୧୭ ସିଟରୁ ୯୨ଟି ସିଟ୍‌ ହାତେଇ ସରକାର ଗଢିବାକୁ ଯାଉଛି ଆମ ଆଦମୀ ପାର୍ଟି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର