ସ୍କୁଲ ପାଠ୍ୟକ୍ରମରେ ସାମିଲ ହେବ ଶ୍ରୀମଦ୍ ଭଗବତ ଗୀତା

The Sakala Picture
Published On

ଗୁଜରାଟ: ଏଣିକି ସ୍କୁଲ ପିଲା ପଢିବେ ଶ୍ରୀମଦ୍ ଭଗବତ ଗୀତା । ଷଷ୍ଠ ଶ୍ରେଣୀରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ସ୍କୁଲ ଓ କଲେଜରେ ଭଗବତ ଗୀତା ପଢିବେ । ନିଜ ରାଜ୍ୟରେ ଏବେ ଏଭଳି କିଛି ନୂଆ ଶିକ୍ଷାନୀତି ଆଣିଛନ୍ତି ଗୁଜରାଟ ସରକାର । ତେବେ ଗୁଜରାଟ ସରକାରଙ୍କ ଏହି ନୂଆ ଶିକ୍ଷାନୀତି ଅନୁସାରେ, ଗୁଜରାଟର ସମସ୍ତ ସ୍କୁଲରେ ଗୀତାର ମହତ୍ତ୍ବ ଏବଂ ମୂଲ୍ୟବୋଧ ବିଷୟରେ ପଢାଯିବ । ଗୁଜରାଟ ସରକାରଙ୍କ ପକ୍ଷରୁ […]

ଗୁଜରାଟ: ଏଣିକି ସ୍କୁଲ ପିଲା ପଢିବେ ଶ୍ରୀମଦ୍ ଭଗବତ ଗୀତା । ଷଷ୍ଠ ଶ୍ରେଣୀରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ସ୍କୁଲ ଓ କଲେଜରେ ଭଗବତ ଗୀତା ପଢିବେ । ନିଜ ରାଜ୍ୟରେ ଏବେ ଏଭଳି କିଛି ନୂଆ ଶିକ୍ଷାନୀତି ଆଣିଛନ୍ତି ଗୁଜରାଟ ସରକାର । ତେବେ ଗୁଜରାଟ ସରକାରଙ୍କ ଏହି ନୂଆ ଶିକ୍ଷାନୀତି ଅନୁସାରେ, ଗୁଜରାଟର ସମସ୍ତ ସ୍କୁଲରେ ଗୀତାର ମହତ୍ତ୍ବ ଏବଂ ମୂଲ୍ୟବୋଧ ବିଷୟରେ ପଢାଯିବ ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶ ରାଜଗଡ଼ରେ ଲୋମହର୍ଷଣକାରୀ ଘଟଣା: ବୃଦ୍ଧା ଜେଜେମା’ଙ୍କୁ ଦୁଷ୍କର୍ମ ପରେ ନାତିର ବର୍ବର କାଣ୍ଡ, ନାକ ଓ ଜିଭ କାଟି କଲା ହତ୍ୟା

ଗୁଜରାଟ ସରକାରଙ୍କ ପକ୍ଷରୁ ଜାରି ଏକ ବୟାନରେ କୁହାଯାଇଛି କି, ଛାତ୍ରଛାତ୍ରୀମାନେ ଶ୍ରୀମଦଭଗବତ ଗୀତାର ମୂଲ୍ୟବୋଧ ବାବଦରେ ଜାଣିବା ପାଇଁ ସ୍ବତନ୍ତ୍ର ପାଠ୍ୟ ଖସଡା ପ୍ରସ୍ତୁତ କରାଯିବ । ଯେଉଁଥିରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଶ୍ଲୋକ ଗାନ, ବାକ୍ୟ ପ୍ରତିଯୋଗିତା ଏବଂ ସାହିତ୍ୟ ଆସରର ଆୟୋଜନ କରାଯିବ । ତେବେ ସରକାରଙ୍କ ଏହି ଘୋଷଣା ପଛରେ ଆଗକୁ ଆସୁଥିବା ବିଧାନସଭା ନିର୍ବାଚନ ହିଁ ପ୍ରମୁଖ କାରଣ ବୋଲି କୁହାଯାଉଛି ।

ଆହୁରି ପଢ଼ନ୍ତୁ: ଚାକିରି ନାଁରେ ବିଦେଶରେ ‘ସାଇବର ଦାସତ୍ୱ’: ଯୁବକଙ୍କୁ ବିକ୍ରି କରୁଥିବା ‘ଅଲି ବାବା’ ସହ ୨ ଦଲାଲ ଗିରଫ

17 Mar 2022 By The Sakala

ସ୍କୁଲ ପାଠ୍ୟକ୍ରମରେ ସାମିଲ ହେବ ଶ୍ରୀମଦ୍ ଭଗବତ ଗୀତା

ଗୁଜରାଟ: ଏଣିକି ସ୍କୁଲ ପିଲା ପଢିବେ ଶ୍ରୀମଦ୍ ଭଗବତ ଗୀତା । ଷଷ୍ଠ ଶ୍ରେଣୀରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ସ୍କୁଲ ଓ କଲେଜରେ ଭଗବତ ଗୀତା ପଢିବେ । ନିଜ ରାଜ୍ୟରେ ଏବେ ଏଭଳି କିଛି ନୂଆ ଶିକ୍ଷାନୀତି ଆଣିଛନ୍ତି ଗୁଜରାଟ ସରକାର । ତେବେ ଗୁଜରାଟ ସରକାରଙ୍କ ଏହି ନୂଆ ଶିକ୍ଷାନୀତି ଅନୁସାରେ, ଗୁଜରାଟର ସମସ୍ତ ସ୍କୁଲରେ ଗୀତାର ମହତ୍ତ୍ବ ଏବଂ ମୂଲ୍ୟବୋଧ ବିଷୟରେ ପଢାଯିବ ।

ଗୁଜରାଟ ସରକାରଙ୍କ ପକ୍ଷରୁ ଜାରି ଏକ ବୟାନରେ କୁହାଯାଇଛି କି, ଛାତ୍ରଛାତ୍ରୀମାନେ ଶ୍ରୀମଦଭଗବତ ଗୀତାର ମୂଲ୍ୟବୋଧ ବାବଦରେ ଜାଣିବା ପାଇଁ ସ୍ବତନ୍ତ୍ର ପାଠ୍ୟ ଖସଡା ପ୍ରସ୍ତୁତ କରାଯିବ । ଯେଉଁଥିରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଶ୍ଲୋକ ଗାନ, ବାକ୍ୟ ପ୍ରତିଯୋଗିତା ଏବଂ ସାହିତ୍ୟ ଆସରର ଆୟୋଜନ କରାଯିବ । ତେବେ ସରକାରଙ୍କ ଏହି ଘୋଷଣା ପଛରେ ଆଗକୁ ଆସୁଥିବା ବିଧାନସଭା ନିର୍ବାଚନ ହିଁ ପ୍ରମୁଖ କାରଣ ବୋଲି କୁହାଯାଉଛି ।

https://www.thesakala.in/national-international/bhagwat-geeta-will-be-taught-in-school-education-in-gujarat/article-10050
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର