ଦେଶରେ ବଢୁଛି କରୋନା; ୨୪ ଘଣ୍ଟାରେ ୬୨ ହଜାର ୨୫୮ ନୂଆ ଆକ୍ରାନ୍ତ, ୨୯୧ ମୃତ୍ଯୁ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୬୨  ହଜାର ୨୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୧ ହଜାର ୨୪୦କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୧୯ ଲକ୍ଷ ୦୮ ହଜାର ୯୧୦ରେ ପହଞ୍ଚିଛି। ସେହିପରି ଦିନକରେ ୩୦,୩୮୬ ଆକ୍ରାନ୍ତ ସୁସ୍ଥ […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୬୨  ହଜାର ୨୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୧ ହଜାର ୨୪୦କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୧୯ ଲକ୍ଷ ୦୮ ହଜାର ୯୧୦ରେ ପହଞ୍ଚିଛି। ସେହିପରି ଦିନକରେ ୩୦,୩୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୧୨ ଲକ୍ଷ ୯୫ ହଜାର ୦୨୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪ ଲକ୍ଷ ୫୨ ହଜାର ୬୪୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

27 Mar 2021 By The Sakala

ଦେଶରେ ବଢୁଛି କରୋନା; ୨୪ ଘଣ୍ଟାରେ ୬୨ ହଜାର ୨୫୮ ନୂଆ ଆକ୍ରାନ୍ତ, ୨୯୧ ମୃତ୍ଯୁ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୬୨  ହଜାର ୨୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୧ ହଜାର ୨୪୦କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୧୯ ଲକ୍ଷ ୦୮ ହଜାର ୯୧୦ରେ ପହଞ୍ଚିଛି। ସେହିପରି ଦିନକରେ ୩୦,୩୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୧୨ ଲକ୍ଷ ୯୫ ହଜାର ୦୨୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪ ଲକ୍ଷ ୫୨ ହଜାର ୬୪୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର