ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସ୍ବାସ୍ଥ୍ଯାବସ୍ଥା ସ୍ଥିର

The Sakala Picture
Published On

ନୂଆଦିଲ୍ଲୀ: ଶୁକ୍ରବାର ଦିନ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଥିବା ଜଣାପଡ଼ିଛି। ଏହାସହିତ ତାଙ୍କର ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିବା ନେଇ ହସ୍ପିଟାଲ୍‌ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଭାରତ-ବାଂଲାଦେଶ ସୀମାରେ ଉତ୍ତେଜନା: ଅନୁପ୍ରବେଶକାରୀଙ୍କୁ ଗ୍ରହଣ କରିବାକୁ ବିଜିବିର ମନା, ବିଏସଏଫ୍ ସହ ମୁହାଁମୁହିଁ

27 Mar 2021 By The Sakala

ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସ୍ବାସ୍ଥ୍ଯାବସ୍ଥା ସ୍ଥିର

ନୂଆଦିଲ୍ଲୀ: ଶୁକ୍ରବାର ଦିନ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଥିବା ଜଣାପଡ଼ିଛି। ଏହାସହିତ ତାଙ୍କର ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିବା ନେଇ ହସ୍ପିଟାଲ୍‌ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର