ଦେଶରେ ୨୪ ଘଣ୍ଟାରେ ୫୬ ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ, ୨୭୧ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୫୬  ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୨ ହଜାର ୧୧୪କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୦ ଲକ୍ଷ ୯୫ ହଜାର ୮୫୫ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୩ […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୫୬  ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୨ ହଜାର ୧୧୪କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୦ ଲକ୍ଷ ୯୫ ହଜାର ୮୫୫ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୩ ଲକ୍ଷ ୯୩ ହଜାର ୦୨୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫ ଲକ୍ଷ ୪୦ ହଜାର ୭୨୦  ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଗୋରଖପୁରରେ ନୃଶଂସ କାଣ୍ଡ: କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ, ପୁଅକୁ ମାରିବାକୁ ଗୋଡ଼ାଇ ନିଜେ ପୋଲିସକୁ କଲା ଫୋନ୍

30 Mar 2021 By The Sakala

ଦେଶରେ ୨୪ ଘଣ୍ଟାରେ ୫୬ ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ, ୨୭୧ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୫୬  ହଜାର ୨୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୨ ହଜାର ୧୧୪କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୦ ଲକ୍ଷ ୯୫ ହଜାର ୮୫୫ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୩ ଲକ୍ଷ ୯୩ ହଜାର ୦୨୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫ ଲକ୍ଷ ୪୦ ହଜାର ୭୨୦  ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

https://www.thesakala.in/national-international/india-corona-update/article-1075
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର