ସାବରମତୀ ଆଶ୍ରମରେ ଅରଟ ବୁଲାଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ

The Sakala Picture
Published On

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ବୋରିସ ଅହମ୍ମଦାବାଦରେ ପହଞ୍ଚିଥିବା ବେଳେ ତାଙ୍କୁ ଗୁଜରାଟ ମୁଖ୍ୟମନ୍ତ୍ରୀ ସ୍ୱାଗତ ଜଣାଇଛନ୍ତି । ଏହି ଅବସରରେ ବିମାନ ବନ୍ଦରଠାରୁ ହୋଟେଲ ପର୍ଯ୍ଯନ୍ତ ଏକ ରୋଡ ସୋ କରାଯାଇଛି । ପରେ ସେ ଯାଇ ଗାନ୍ଧୀ ଆଶ୍ରମରେ ପହଞ୍ଚିଛନ୍ତି । ସାବରମତୀ ଆଶ୍ରମରେ ପହଞ୍ଚି ବୋରିସ୍ ସେଠାରେ ଅରଟ ବୁଲାଇଥିବା ଦେଖିବାକୁ ମିଳିଛି । ଗୁଜରାଟରେ ଆଜି ବୋରିସ କିଛି କାର୍ଯ୍ଯକ୍ରମରେ ସାମିଲ […]

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ବୋରିସ ଅହମ୍ମଦାବାଦରେ ପହଞ୍ଚିଥିବା ବେଳେ ତାଙ୍କୁ ଗୁଜରାଟ ମୁଖ୍ୟମନ୍ତ୍ରୀ ସ୍ୱାଗତ ଜଣାଇଛନ୍ତି । ଏହି ଅବସରରେ ବିମାନ ବନ୍ଦରଠାରୁ ହୋଟେଲ ପର୍ଯ୍ଯନ୍ତ ଏକ ରୋଡ ସୋ କରାଯାଇଛି । ପରେ ସେ ଯାଇ ଗାନ୍ଧୀ ଆଶ୍ରମରେ ପହଞ୍ଚିଛନ୍ତି । ସାବରମତୀ ଆଶ୍ରମରେ ପହଞ୍ଚି ବୋରିସ୍ ସେଠାରେ ଅରଟ ବୁଲାଇଥିବା ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

ଗୁଜରାଟରେ ଆଜି ବୋରିସ କିଛି କାର୍ଯ୍ଯକ୍ରମରେ ସାମିଲ ହେବେ। ଆସନ୍ତାକାଲି ମଧ୍ୟ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ବୋରିସଙ୍କ ଆଲୋଚନା ହେବାର କାର୍ଯ୍ଯକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହ ଏହି ଆଲୋଚନା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା ରଖାଯାଇଛି । ଦେଶରେ ନିଯୁକ୍ତି ସୃଷ୍ଟି, ଆର୍ଥିକ ପ୍ରଗତି, ପ୍ରତିରକ୍ଷା ଓ ସୁରକ୍ଷାକୁ ମୁଖ୍ୟ ଫୋକସ ଦିଆଯିବ ବୋଲି କୁହାଯାଉଛି । ବୋରିସଙ୍କ ଏହି ଭାରତ ଗସ୍ତ ଦୁଇ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବହନ କରିବ ।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

21 Apr 2022 By The Sakala

ସାବରମତୀ ଆଶ୍ରମରେ ଅରଟ ବୁଲାଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ବୋରିସ ଅହମ୍ମଦାବାଦରେ ପହଞ୍ଚିଥିବା ବେଳେ ତାଙ୍କୁ ଗୁଜରାଟ ମୁଖ୍ୟମନ୍ତ୍ରୀ ସ୍ୱାଗତ ଜଣାଇଛନ୍ତି । ଏହି ଅବସରରେ ବିମାନ ବନ୍ଦରଠାରୁ ହୋଟେଲ ପର୍ଯ୍ଯନ୍ତ ଏକ ରୋଡ ସୋ କରାଯାଇଛି । ପରେ ସେ ଯାଇ ଗାନ୍ଧୀ ଆଶ୍ରମରେ ପହଞ୍ଚିଛନ୍ତି । ସାବରମତୀ ଆଶ୍ରମରେ ପହଞ୍ଚି ବୋରିସ୍ ସେଠାରେ ଅରଟ ବୁଲାଇଥିବା ଦେଖିବାକୁ ମିଳିଛି ।

ଗୁଜରାଟରେ ଆଜି ବୋରିସ କିଛି କାର୍ଯ୍ଯକ୍ରମରେ ସାମିଲ ହେବେ। ଆସନ୍ତାକାଲି ମଧ୍ୟ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ବୋରିସଙ୍କ ଆଲୋଚନା ହେବାର କାର୍ଯ୍ଯକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହ ଏହି ଆଲୋଚନା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା ରଖାଯାଇଛି । ଦେଶରେ ନିଯୁକ୍ତି ସୃଷ୍ଟି, ଆର୍ଥିକ ପ୍ରଗତି, ପ୍ରତିରକ୍ଷା ଓ ସୁରକ୍ଷାକୁ ମୁଖ୍ୟ ଫୋକସ ଦିଆଯିବ ବୋଲି କୁହାଯାଉଛି । ବୋରିସଙ୍କ ଏହି ଭାରତ ଗସ୍ତ ଦୁଇ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବହନ କରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର