ଚିନ୍ତା ବଢ଼ାଉଛି କରୋନା: ୨୪ ଘଣ୍ଟାରେ ଦେଶରେ ୮୧  ହଜାର ୪୬୬ ନୂଆ ଆକ୍ରାନ୍ତ, ୪୬୯ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୮୧  ହଜାର ୪୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୯ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୩ ହଜାର ୩୯୬କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୩ ଲକ୍ଷ ୦୩ ହଜାର ୧୩୧ରେ […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୮୧  ହଜାର ୪୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୯ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୩ ହଜାର ୩୯୬କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୩ ଲକ୍ଷ ୦୩ ହଜାର ୧୩୧ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୫ ଲକ୍ଷ ୨୫  ହଜାର ୦୩୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬ ଲକ୍ଷ ୧୪ ହଜାର ୬୯୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

02 Apr 2021 By The Sakala

ଚିନ୍ତା ବଢ଼ାଉଛି କରୋନା: ୨୪ ଘଣ୍ଟାରେ ଦେଶରେ ୮୧  ହଜାର ୪୬୬ ନୂଆ ଆକ୍ରାନ୍ତ, ୪୬୯ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୮୧  ହଜାର ୪୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୯ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୩ ହଜାର ୩୯୬କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୨୩ ଲକ୍ଷ ୦୩ ହଜାର ୧୩୧ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୧୫ ଲକ୍ଷ ୨୫  ହଜାର ୦୩୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬ ଲକ୍ଷ ୧୪ ହଜାର ୬୯୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

https://www.thesakala.in/national-international/corona-update-india-2nd-april/article-1162
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର