ଆଣ୍ଡାମାନ ଛୁଇଁଲା ମୌସୁମୀ

The Sakala Picture
Published On

ନୂଆଦିଲ୍ଲୀ: ଆଣ୍ଡାମାନ ସାଗରରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି । ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ ଓଡ଼ିଶା ମୌସୁମୀର ପ୍ରଥମ ସ୍ପର୍ଶ ପାଇବ । ଏବର୍ଷ ମୌସୁମୀ ବାୟୁ ଭାରତରେ ସଅଳ ପ୍ରବେଶ […]

ନୂଆଦିଲ୍ଲୀ: ଆଣ୍ଡାମାନ ସାଗରରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି । ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ ଓଡ଼ିଶା ମୌସୁମୀର ପ୍ରଥମ ସ୍ପର୍ଶ ପାଇବ ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନଉଛି ଯୁଦ୍ଧ ଆଶଙ୍କା: ଆମେରିକାର ଅତ୍ୟାଧୁନିକ ଏମକ୍ୟୁ-୯ ରିପର୍ ଡ୍ରୋନ୍‌କୁ ଖସାଇଲା ଇରାନ

ଏବର୍ଷ ମୌସୁମୀ ବାୟୁ ଭାରତରେ ସଅଳ ପ୍ରବେଶ କରିଛି । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା, ଏବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଭାରତରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରତିବର୍ଷ ମୌସୁମୀ ପ୍ରାୟତଃ ଜୁନ୍‌ ୧ ତାରିଖରେ କେରଳ ଉପକୂଳ ଛୁଇଁଥାଏ । ଏବର୍ଷ ଆଗୁଆ ଆସିବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ: ଇରାନ ବିରୋଧରେ ପୁଣି ହୋଇପାରେ ସାମରିକ କାର୍ଯ୍ୟାନୁଷ୍ଠାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର