ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ କୋଭିଡ ପଜିଟିଭ୍, ଟ୍ବିଟ କରି ଜଣାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ ଆଜି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି। Just came to know that our Brand Ambassador Shahrukh Khan has been detected covid positive. Pray fastest recovery for the superstar. Get well Shahrukh! Spring back asap! — Mamata Banerjee (@MamataOfficial) June 5, 2022 […]
ନୂଆଦିଲ୍ଲୀ: ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ ଆଜି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି।
Just came to know that our Brand Ambassador Shahrukh Khan has been detected covid positive. Pray fastest recovery for the superstar. Get well Shahrukh! Spring back asap!
ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି— Mamata Banerjee (@MamataOfficial) June 5, 2022
ଟ୍ବିଟରେ ମମତା ଲେଖିଛନ୍ତି ଯେ, ମୁଁ ଜାଣିବାକୁ ପାଇଲି ଯେ ଆମର ବ୍ରାଣ୍ଡ ଆମ୍ବାସାଡର ଶାହାରୁଖ ଖାନ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁପରଷ୍ଟାରଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି। ସୁସ୍ଥ ହୋଇଯାଅ ଶାହାରୁଖ ବୋଲି ଟ୍ବିଟରେ ଲଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।
ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ କୋଭିଡ ପଜିଟିଭ୍, ଟ୍ବିଟ କରି ଜଣାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ ଆଜି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି।
Just came to know that our Brand Ambassador Shahrukh Khan has been detected covid positive. Pray fastest recovery for the superstar. Get well Shahrukh! Spring back asap!
— Mamata Banerjee (@MamataOfficial) June 5, 2022