ଧାନ ସମେତ ୧୭ଟି ଫସଲର ଏମଏସପି ବୃଦ୍ଧି
ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ଧାନ ସମେତ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଅର୍ଥାତ (ଏମଏସପି) ବୃଦ୍ଧି କରିଛନ୍ତି। କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର। ସଚନା ଅନୁଯାୟୀ, ୨୦୨୨-୨୩ ଖରିଫ ଋତୁ ପାଇଁ ସରକାର ୧୭ଟି ଫସଲର ଏମଏସପି ବୃଦ୍ଧି କରିଛନ୍ତି । ସାଧାରଣ ଗ୍ରେଡ୍ ଧାନର ଏମଏସପି କ୍ବିଣ୍ଟାଲ ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ୨୦୪୦ ଟଙ୍କାରେ ପହଞ୍ଚିଛି । […]
ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ଧାନ ସମେତ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଅର୍ଥାତ (ଏମଏସପି) ବୃଦ୍ଧି କରିଛନ୍ତି। କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର।
ଆହୁରି ପଢ଼ନ୍ତୁ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଡାଟା ଲିକ୍: ଡାର୍କ ୱେବରେ ୩,୮୯୭ ଗ୍ରାହକଙ୍କ ତଥ୍ୟ, ପାଣ୍ଠି ସୁରକ୍ଷିତ ଥିବା ନେଇ ବ୍ୟାଙ୍କର ସ୍ପଷ୍ଟୀକରଣ
ସଚନା ଅନୁଯାୟୀ, ୨୦୨୨-୨୩ ଖରିଫ ଋତୁ ପାଇଁ ସରକାର ୧୭ଟି ଫସଲର ଏମଏସପି ବୃଦ୍ଧି କରିଛନ୍ତି । ସାଧାରଣ ଗ୍ରେଡ୍ ଧାନର ଏମଏସପି କ୍ବିଣ୍ଟାଲ ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ୨୦୪୦ ଟଙ୍କାରେ ପହଞ୍ଚିଛି । ସେହିପରି ଏ-ଗ୍ରେଡ ଧାନର ଏମଏସପି ୨୦୬୦ ଟଙ୍କାକୁ ବୃଦ୍ଧି ପାଇଛି।
ଆହୁରି ପଢ଼ନ୍ତୁ: ଭାରତର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଆମେରିକାରେ ଗିରଫ, ରହିଛି ଅନେକ ହତ୍ୟା ଏବଂ ଅପରାଧ ମାମଲା
ସେହିପରି, ଜଓ୍ବାର, ମକା, ମୁଗ, ହରଡ, ମାଣ୍ଡିଆ, ଚିନାବାଦାମ, ବିରି ଆଦି ଫସର ଏମଏସପି ମଧ୍ୟ ବୃଦ୍ଧି କରାଯାଇଛି ।






