ସୁପ୍ରିମକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍.ଭି ରମନା

The Sakala Picture
Published On

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଏନ୍.ଭି ରମନା । କଲେଜିୟମଙ୍କ ସୁପାରିସକୁ ରାଷ୍ଟ୍ରପତିଙ୍କ ମୋହର ମାରିଛନ୍ତି। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଗାଜେଟ ପ୍ରକାଶ ପାଇଛି। ଆସନ୍ତା ୨୪ ତାରିଖରେ ଦାୟିତ୍ୱ ଗ୍ରହଣ କରିବେ ଜଷ୍ଟିସ୍ ଏନ୍.ଭି ରମନା। ଜଷ୍ଟିସ୍ ରମନାଙ୍କୁ ୪୮ତମ ପ୍ରଧାନ ବିଚାରପତି(ସିଜେଆଇ) ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏପ୍ରିଲ ୨୩ରେ ଅବସର ନେବେ ବର୍ତ୍ତମାନର ସିଜେଆଇ ଜଷ୍ଟିସ ଏସ. ଏ. ବୋବଡେ। ସୂଚନା […]

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଏନ୍.ଭି ରମନା । କଲେଜିୟମଙ୍କ ସୁପାରିସକୁ ରାଷ୍ଟ୍ରପତିଙ୍କ ମୋହର ମାରିଛନ୍ତି। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଗାଜେଟ ପ୍ରକାଶ ପାଇଛି। ଆସନ୍ତା ୨୪ ତାରିଖରେ ଦାୟିତ୍ୱ ଗ୍ରହଣ କରିବେ ଜଷ୍ଟିସ୍ ଏନ୍.ଭି ରମନା। ଜଷ୍ଟିସ୍ ରମନାଙ୍କୁ ୪୮ତମ ପ୍ରଧାନ ବିଚାରପତି(ସିଜେଆଇ) ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ଆହୁରି ପଢ଼ନ୍ତୁ: କେଉଁଠି ଘର ନାହିଁ, କେଉଁଠି ଛାତ ନାହିଁ, କେଉଁଠି ଗଳି ନାହିଁ—ଯେଉଁଠି ଦେଖିବେ ସେଇଠି ପ୍ରକୃତିର କରାଳ ରୂପ !

ଏପ୍ରିଲ ୨୩ରେ ଅବସର ନେବେ ବର୍ତ୍ତମାନର ସିଜେଆଇ ଜଷ୍ଟିସ ଏସ. ଏ. ବୋବଡେ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

ସୂଚନା ଅନୁଯାୟୀ, ୨୦୦୦ ମସିହାରେ ଜଷ୍ଟିସ ରମନା ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ସ୍ଥାୟୀ ବିଚାରପତି ଭବାରେ ନିଯୁକ୍ତି ପାଇଥିଲେ । ୨୦୧୩ରେ ସେ ଆନ୍ଧ୍ର ହାଇକୋର୍ଟରେ ଦୁଇ ମାସ କାର୍ଯ୍ଯକାରୀ ମୁଖ୍ୟ ବିଚାରପତି ଥିଲେ । ୨୦୧୩ ସେପ୍ଟେମ୍ବରରେ ଦିଲ୍ଲୀ ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତି ପାଇଥିଲେ ଜଷ୍ଟିସ ରମନା । ୨୦୧୪ ଫେବ୍ରୁଆରୀ ୧୭ ତାରିଖରେ ସୁପ୍ରିମକୋର୍ଟ ବିଚାରପତି ଭାବରେ ତାଙ୍କୁ ନିଯୁକ୍ତି ମିଳିଥିଲା।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର