ରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିପାରେ ଶିବସେନା

The Sakala Picture
Published On

ମୁମ୍ବାଇ: ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିପାରେ ଶିବସେନା । ଶିବସେନାର ଦଳୀୟ ବୈଠକରୁ ଏନେଇ ସଙ୍କେତ ମିଳିଛି। ଲୋକସଭାରେ ଥିବା ଶିବସେନାର ୧୮ ଜଣ ସାଂସଦଙ୍କ ମଧ୍ୟରୁ ୧୩ ଜଣ ଗୁରୁତ୍ୱପୂର୍ଣ୍ଣ ରାଷ୍ଟ୍ରପତି ନିର୍ବାଚନ ପାଇଁ ଅନୁଷ୍ଠିତ ବୈଠକରେ ଯୋଗଦେଇଛନ୍ତିଅଧିକାଂଶ ସାଂସଦ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁଥିବା ମତ ରଖିଛନ୍ତି। ଶିବସେନା ସୁପ୍ରିମ ଉଦ୍ଧବ ଠାକରେ ମଧ୍ୟ ଏ ପ୍ରସ୍ତାବ ସପକ୍ଷରେ ରହିଥିବା ଜଣାପଡ଼ିଛି। ତେଣୁ […]

ମୁମ୍ବାଇ: ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିପାରେ ଶିବସେନା । ଶିବସେନାର ଦଳୀୟ ବୈଠକରୁ ଏନେଇ ସଙ୍କେତ ମିଳିଛି। ଲୋକସଭାରେ ଥିବା ଶିବସେନାର ୧୮ ଜଣ ସାଂସଦଙ୍କ ମଧ୍ୟରୁ ୧୩ ଜଣ ଗୁରୁତ୍ୱପୂର୍ଣ୍ଣ ରାଷ୍ଟ୍ରପତି ନିର୍ବାଚନ ପାଇଁ ଅନୁଷ୍ଠିତ ବୈଠକରେ ଯୋଗଦେଇଛନ୍ତିଅଧିକାଂଶ ସାଂସଦ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁଥିବା ମତ ରଖିଛନ୍ତି। ଶିବସେନା ସୁପ୍ରିମ ଉଦ୍ଧବ ଠାକରେ ମଧ୍ୟ ଏ ପ୍ରସ୍ତାବ ସପକ୍ଷରେ ରହିଥିବା ଜଣାପଡ଼ିଛି। ତେଣୁ ଶିବସେନା ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ କରିପାରେ। ଶିବସେନା ନେତା ଗଜାନନ କିରିତକର ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ସ୍ୱାମୀଙ୍କୁ ଭେଟିବା ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଲେ ସ୍ତ୍ରୀ: ବିହାରର ବଗହାରେ ହାଇଭୋଲଟେଜ୍ ଡ୍ରାମା

ସେ ଆହୁରି କହିଛନ୍ତି  ଯେ, ଦ୍ରୌପଦୀ ମୁର୍ମୁ ଏନଡିଏ ପ୍ରାର୍ଥୀ ହୋଇ ପାରନ୍ତି କିନ୍ତୁ ସେ ଆଦିବାସୀ ସମ୍ପ୍ରଦାୟରୁ ଆସିଛନ୍ତି ଓ ଜଣେ ମହିଳା। ସେଥିପାଇଁ ଶିବସେନା ସାଂସଦମାନଙ୍କର ମତହେଉଛି ସେମାନେ ମୁର୍ମୁଙ୍କୁ ସମର୍ଥନ କରିବା ଦରକାର।

ଆହୁରି ପଢ଼ନ୍ତୁ: ଇରାନ ବିରୋଧରେ ଯୁଦ୍ଧ ମଇଦାନକୁ ଓହ୍ଲାଇଲା ଇସ୍ରାଏଲର ନୌସେନା, ଭୂମଧ୍ୟସାଗରରୁ ମାଡ଼ ହେଉଛି ମିସାଇଲ

ସୂଚନାଥାଉକି, ମହାରାଷ୍ଟ୍ରରେ ବିଜେପି ଓ ଶିବସେନାର ସମ୍ପର୍କ ଏବେ ପୂର୍ବ ଭଳି ନାହିଁ।  ଏପରି ବଦଳୁଥିବା ରାଜନୈତିକ ସମୀକରଣ ମଧ୍ୟରେ ଶିବସେନା ସାଂସଦମାନଙ୍କ ଦ୍ୱାରା ଯଦି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦିଆଯାଏ ତାହେଲେ ଏହା ଆଶ୍ଚର୍ଯ୍ଯଜନକ କଥା ହେବ।

ଆହୁରି ପଢ଼ନ୍ତୁ: ଆମେରିକା କୋର୍ଟଙ୍କ ବଡ଼ ନିଷ୍ପତ୍ତି: ବେଆଇନ ଘୋଷିତ ହେଲା ଟ୍ରମ୍ପଙ୍କ ୧ ଲକ୍ଷ ଡଲାରର H-1B ଭିସା ଫି', ଭାରତୀୟଙ୍କ ପାଇଁ ଆଶ୍ୱସ୍ତି

11 Jul 2022 By The Sakala

ରାଷ୍ଟ୍ରପତି ନିର୍ବାଚନ: ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିପାରେ ଶିବସେନା

ମୁମ୍ବାଇ: ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିପାରେ ଶିବସେନା । ଶିବସେନାର ଦଳୀୟ ବୈଠକରୁ ଏନେଇ ସଙ୍କେତ ମିଳିଛି। ଲୋକସଭାରେ ଥିବା ଶିବସେନାର ୧୮ ଜଣ ସାଂସଦଙ୍କ ମଧ୍ୟରୁ ୧୩ ଜଣ ଗୁରୁତ୍ୱପୂର୍ଣ୍ଣ ରାଷ୍ଟ୍ରପତି ନିର୍ବାଚନ ପାଇଁ ଅନୁଷ୍ଠିତ ବୈଠକରେ ଯୋଗଦେଇଛନ୍ତିଅଧିକାଂଶ ସାଂସଦ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁଥିବା ମତ ରଖିଛନ୍ତି। ଶିବସେନା ସୁପ୍ରିମ ଉଦ୍ଧବ ଠାକରେ ମଧ୍ୟ ଏ ପ୍ରସ୍ତାବ ସପକ୍ଷରେ ରହିଥିବା ଜଣାପଡ଼ିଛି। ତେଣୁ ଶିବସେନା ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ କରିପାରେ। ଶିବସେନା ନେତା ଗଜାନନ କିରିତକର ଏହି ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି  ଯେ, ଦ୍ରୌପଦୀ ମୁର୍ମୁ ଏନଡିଏ ପ୍ରାର୍ଥୀ ହୋଇ ପାରନ୍ତି କିନ୍ତୁ ସେ ଆଦିବାସୀ ସମ୍ପ୍ରଦାୟରୁ ଆସିଛନ୍ତି ଓ ଜଣେ ମହିଳା। ସେଥିପାଇଁ ଶିବସେନା ସାଂସଦମାନଙ୍କର ମତହେଉଛି ସେମାନେ ମୁର୍ମୁଙ୍କୁ ସମର୍ଥନ କରିବା ଦରକାର।

ସୂଚନାଥାଉକି, ମହାରାଷ୍ଟ୍ରରେ ବିଜେପି ଓ ଶିବସେନାର ସମ୍ପର୍କ ଏବେ ପୂର୍ବ ଭଳି ନାହିଁ।  ଏପରି ବଦଳୁଥିବା ରାଜନୈତିକ ସମୀକରଣ ମଧ୍ୟରେ ଶିବସେନା ସାଂସଦମାନଙ୍କ ଦ୍ୱାରା ଯଦି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦିଆଯାଏ ତାହେଲେ ଏହା ଆଶ୍ଚର୍ଯ୍ଯଜନକ କଥା ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର