ଶ୍ରୀଲଙ୍କାର କାମଚଳା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ୍ ବିକ୍ରମ ସିଂଙ୍ଘେ

The Sakala Picture
Published On

କଲମ୍ବୋ: ଶ୍ରୀଲଙ୍କାର କାମଚଳା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ୍ ବିକ୍ରମ ସିଂଙ୍ଘେ। ରାନିଲ୍‌ଙ୍କୁ ଶପଥ ପାଠ କରାଇଛନ୍ତି ଶ୍ରୀଲଙ୍କ ମୁଖ୍ୟ ବିଚାରପତି ଜଷ୍ଟିସ୍ ଜୟନ୍ତ ଜୟସୁରିଆ। ସୂଚନା ଅନୁଯାୟୀ, ଗତକାଲି ସିଙ୍ଗପୁରରେ ପହଞ୍ଚିବା ପରେ ସେଠାରୁ ଇ-ମେଲ ଯୋଗେ ଗୋଟାବାୟା ନିଜର ଇସ୍ତଫାପତ୍ର ବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେଙ୍କୁ ସେ କାମଚଳା ରାଷ୍ଟ୍ରପତି ଭାବେ ନିଯୁକ୍ତ କରିଥିଲେ। ଅନ୍ୟପକ୍ଷରେ ଗୋଟାବାୟା ଏବଂ ପ୍ରଧାନମନ୍ତ୍ରୀ ରନିଲଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତି ଭବନ ଏବଂ […]

କଲମ୍ବୋ: ଶ୍ରୀଲଙ୍କାର କାମଚଳା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ୍ ବିକ୍ରମ ସିଂଙ୍ଘେ। ରାନିଲ୍‌ଙ୍କୁ ଶପଥ ପାଠ କରାଇଛନ୍ତି ଶ୍ରୀଲଙ୍କ ମୁଖ୍ୟ ବିଚାରପତି ଜଷ୍ଟିସ୍ ଜୟନ୍ତ ଜୟସୁରିଆ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଡୋମ୍ବିଭଲିରେ ଚାଞ୍ଚଲ୍ୟ: କଲେଜ କୋଠାରୁ ଡେଇଁ ପିଅନଙ୍କ ଆତ୍ମହତ୍ୟା

ସୂଚନା ଅନୁଯାୟୀ, ଗତକାଲି ସିଙ୍ଗପୁରରେ ପହଞ୍ଚିବା ପରେ ସେଠାରୁ ଇ-ମେଲ ଯୋଗେ ଗୋଟାବାୟା ନିଜର ଇସ୍ତଫାପତ୍ର ବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେଙ୍କୁ ସେ କାମଚଳା ରାଷ୍ଟ୍ରପତି ଭାବେ ନିଯୁକ୍ତ କରିଥିଲେ। ଅନ୍ୟପକ୍ଷରେ ଗୋଟାବାୟା ଏବଂ ପ୍ରଧାନମନ୍ତ୍ରୀ ରନିଲଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତି ଭବନ ଏବଂ ପ୍ରଧାନମନ୍ତ୍ରୀଙ୍କ ବାସସ୍ଥଳରେ ବିକ୍ଷୋଭ ଜାରି ରଖିଥିବା ବିକ୍ଷୋଭକାରୀମାନେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଖୁବଶୀଘ୍ର ନୂତନ ରାଷ୍ଟ୍ରପତି ନିଯୁକ୍ତ କରିବାକୁ ସେମାନେ ଦାବି କରିଥିଲେ। ଏହାକୁ ଦୃଷ୍ଟିରେ ରଖି ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ସେନା ମୁତୟନ କରାଯାଇଛି। ପରେ ପରେ ବିକ୍ଷୋଭକାରୀମାନେ ରାଷ୍ଟ୍ରପତି ଭବନ ଖାଲି କରିଦେବାକୁ ରାଜି ହୋଇଥିବା କୁହାଯାଇଛି।

ଆହୁରି ପଢ଼ନ୍ତୁ: ଗୋରଖପୁରରେ ନୃଶଂସ କାଣ୍ଡ: କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ, ପୁଅକୁ ମାରିବାକୁ ଗୋଡ଼ାଇ ନିଜେ ପୋଲିସକୁ କଲା ଫୋନ୍

15 Jul 2022 By The Sakala

ଶ୍ରୀଲଙ୍କାର କାମଚଳା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ୍ ବିକ୍ରମ ସିଂଙ୍ଘେ

କଲମ୍ବୋ: ଶ୍ରୀଲଙ୍କାର କାମଚଳା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ୍ ବିକ୍ରମ ସିଂଙ୍ଘେ। ରାନିଲ୍‌ଙ୍କୁ ଶପଥ ପାଠ କରାଇଛନ୍ତି ଶ୍ରୀଲଙ୍କ ମୁଖ୍ୟ ବିଚାରପତି ଜଷ୍ଟିସ୍ ଜୟନ୍ତ ଜୟସୁରିଆ।

ସୂଚନା ଅନୁଯାୟୀ, ଗତକାଲି ସିଙ୍ଗପୁରରେ ପହଞ୍ଚିବା ପରେ ସେଠାରୁ ଇ-ମେଲ ଯୋଗେ ଗୋଟାବାୟା ନିଜର ଇସ୍ତଫାପତ୍ର ବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂଘେଙ୍କୁ ସେ କାମଚଳା ରାଷ୍ଟ୍ରପତି ଭାବେ ନିଯୁକ୍ତ କରିଥିଲେ। ଅନ୍ୟପକ୍ଷରେ ଗୋଟାବାୟା ଏବଂ ପ୍ରଧାନମନ୍ତ୍ରୀ ରନିଲଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତି ଭବନ ଏବଂ ପ୍ରଧାନମନ୍ତ୍ରୀଙ୍କ ବାସସ୍ଥଳରେ ବିକ୍ଷୋଭ ଜାରି ରଖିଥିବା ବିକ୍ଷୋଭକାରୀମାନେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଖୁବଶୀଘ୍ର ନୂତନ ରାଷ୍ଟ୍ରପତି ନିଯୁକ୍ତ କରିବାକୁ ସେମାନେ ଦାବି କରିଥିଲେ। ଏହାକୁ ଦୃଷ୍ଟିରେ ରଖି ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ସେନା ମୁତୟନ କରାଯାଇଛି। ପରେ ପରେ ବିକ୍ଷୋଭକାରୀମାନେ ରାଷ୍ଟ୍ରପତି ଭବନ ଖାଲି କରିଦେବାକୁ ରାଜି ହୋଇଥିବା କୁହାଯାଇଛି।

https://www.thesakala.in/national-international/lanka-pm-ranil-wickremesinghe-sworn-in-as-acting-president/article-13311
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର