ଜାମ୍ମୁ -କାଶ୍ମୀରରେ ଗ୍ରେନେଡ୍ ବିସ୍ଫୋରଣ: ୨ ଯବାନ ସହିଦ

The Sakala Picture
Published On

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାର ଗ୍ରେନେଡ୍ ବିସ୍ଫୋରଣରେ ୨ ଜଣ ଯବାନଙ୍କ ମୃତ୍ଯୁ ଘଟିଛି।  ଜଣେ ସେନା କ୍ଯାପଟେନ ଏବଂ ଜଣେ ଜୁନିୟର କମିଶନ ଅଫିସର (ଜେସିଓ) ଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ରବିବାର ରାତିରେ ପୁଞ୍ଚ ଜିଲ୍ଲାର ମେଣ୍ଡାର ଅଞ୍ଚଳରେ କିଛି ଯବାନଙ୍କୁ ନିୟୋଜିତ କରାଯାଇଥିଲା। ନିଜର କର୍ତ୍ତବ୍ୟ ପାଳନ କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା ଗ୍ରେନେଡ୍ ବିସ୍ଫୋରଣ ପରେ ତୁରନ୍ତ ଆର୍ମି କ୍ୟାପଟେନ ଏବଂ ନାଇବ-ସୁବେଦାର (ଜେସିଓ) ହେଲିକପ୍ଟର ଯୋଗେ […]

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାର ଗ୍ରେନେଡ୍ ବିସ୍ଫୋରଣରେ ୨ ଜଣ ଯବାନଙ୍କ ମୃତ୍ଯୁ ଘଟିଛି।  ଜଣେ ସେନା କ୍ଯାପଟେନ ଏବଂ ଜଣେ ଜୁନିୟର କମିଶନ ଅଫିସର (ଜେସିଓ) ଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

ସୂଚନା ଅନୁଯାୟୀ, ରବିବାର ରାତିରେ ପୁଞ୍ଚ ଜିଲ୍ଲାର ମେଣ୍ଡାର ଅଞ୍ଚଳରେ କିଛି ଯବାନଙ୍କୁ ନିୟୋଜିତ କରାଯାଇଥିଲା। ନିଜର କର୍ତ୍ତବ୍ୟ ପାଳନ କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା ଗ୍ରେନେଡ୍ ବିସ୍ଫୋରଣ ପରେ ତୁରନ୍ତ ଆର୍ମି କ୍ୟାପଟେନ ଏବଂ ନାଇବ-ସୁବେଦାର (ଜେସିଓ) ହେଲିକପ୍ଟର ଯୋଗେ ଉଦ୍ଧାମପୁରକୁ ଏୟାରଲିଫ୍ଟ କରାଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଥିଲା । ତେବେ ଗ୍ରେନେଡ୍‌ ବିସ୍ପୋରଣ କେମିତି ହେଲା । ଏହି ବିସ୍ପୋରଣ କେଉଁ ମାନଙ୍କର ହାତ ଅଛି ସେ ନେଇ ସୂଚନା ମିଳିପାରି ନାହିଁ। ତେବେ ଏହି ଗ୍ରେନେଡ୍ ବିସ୍ଫୋରଣ ପରେ ସୀମାବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

 

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର