ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଭାବେ ନିର୍ବାଚିତ, ଜାଣନ୍ତୁ ଯଶୱନ୍ତ ସିହ୍ନାଙ୍କଠାରୁ କେତେ ଭୋଟରେ ଜିତିଲେ..

The Sakala Picture
Published On

ନୂଆଦିଲ୍ଲୀ: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଭାବେ ନିର୍ବାଚିତ । ବିଧିବଦ୍ଧ ରାଷ୍ଟ୍ରପତି ଘୋଷିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏନେଇ ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ସୂଚନା ଦେଇଛନ୍ତି । ମୋଟ ୪୭୫୪ ଭୋଟ ନିର୍ବାଚନ ପାଇଁ ପଡିଥିବା ବେଳେ ୪୭୦୧ ଭୋଟ ବୈଧ ହୋଇଥିଲା ଏବଂ ୫୩ ଅବୈଧ ଭୋଟ ପଡିଛି । ଏଥିରୁ ୨୮୨୪ ଖଣ୍ଡ ଭୋଟ ତାଙ୍କ ସପକ୍ଷରେ ପଡିଛି । ଏହାର ମୂଲ୍ୟ ୬ଲକ୍ଷ ୭୬ହଜାର ୮୦୩ । […]

ନୂଆଦିଲ୍ଲୀ: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଭାବେ ନିର୍ବାଚିତ । ବିଧିବଦ୍ଧ ରାଷ୍ଟ୍ରପତି ଘୋଷିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏନେଇ ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ସୂଚନା ଦେଇଛନ୍ତି । ମୋଟ ୪୭୫୪ ଭୋଟ ନିର୍ବାଚନ ପାଇଁ ପଡିଥିବା ବେଳେ ୪୭୦୧ ଭୋଟ ବୈଧ ହୋଇଥିଲା ଏବଂ ୫୩ ଅବୈଧ ଭୋଟ ପଡିଛି । ଏଥିରୁ ୨୮୨୪ ଖଣ୍ଡ ଭୋଟ ତାଙ୍କ ସପକ୍ଷରେ ପଡିଛି । ଏହାର ମୂଲ୍ୟ ୬ଲକ୍ଷ ୭୬ହଜାର ୮୦୩ । ସେହିଭଳି ଯଶୱନ୍ତ ସିହ୍ନାଙ୍କୁ ୧୮୭୭ ଖଣ୍ଡ ଭୋଟ ପାଇଛନ୍ତି । ତାଙ୍କ ଭୋଟର ମୂଲ୍ୟ ୩ ଲକ୍ଷ ୮୦ ହଜାର ୧୭୭ ରହିଛି । ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ୬୪% ଭୋଟ ପାଇଥିବାବେଳେ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନା ୩୬% ଭୋଟ ପାଇଛନ୍ତି ।

ଆହୁରି ପଢ଼ନ୍ତୁ: ଖାଦ୍ୟ ପଦାର୍ଥରେ ଆଉ ବ୍ୟବହାର ହେବନି ଅଶ୍ୱଗନ୍ଧା ପତ୍ର, କେବଳ ଚେର ବ୍ୟବହାର ପାଇଁ ଅନୁମତି

21 Jul 2022 By The Sakala

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଭାବେ ନିର୍ବାଚିତ, ଜାଣନ୍ତୁ ଯଶୱନ୍ତ ସିହ୍ନାଙ୍କଠାରୁ କେତେ ଭୋଟରେ ଜିତିଲେ..

ନୂଆଦିଲ୍ଲୀ: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଭାବେ ନିର୍ବାଚିତ । ବିଧିବଦ୍ଧ ରାଷ୍ଟ୍ରପତି ଘୋଷିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏନେଇ ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ସୂଚନା ଦେଇଛନ୍ତି । ମୋଟ ୪୭୫୪ ଭୋଟ ନିର୍ବାଚନ ପାଇଁ ପଡିଥିବା ବେଳେ ୪୭୦୧ ଭୋଟ ବୈଧ ହୋଇଥିଲା ଏବଂ ୫୩ ଅବୈଧ ଭୋଟ ପଡିଛି । ଏଥିରୁ ୨୮୨୪ ଖଣ୍ଡ ଭୋଟ ତାଙ୍କ ସପକ୍ଷରେ ପଡିଛି । ଏହାର ମୂଲ୍ୟ ୬ଲକ୍ଷ ୭୬ହଜାର ୮୦୩ । ସେହିଭଳି ଯଶୱନ୍ତ ସିହ୍ନାଙ୍କୁ ୧୮୭୭ ଖଣ୍ଡ ଭୋଟ ପାଇଛନ୍ତି । ତାଙ୍କ ଭୋଟର ମୂଲ୍ୟ ୩ ଲକ୍ଷ ୮୦ ହଜାର ୧୭୭ ରହିଛି । ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ୬୪% ଭୋଟ ପାଇଥିବାବେଳେ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନା ୩୬% ଭୋଟ ପାଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର