ଯୋଗୀଙ୍କୁ ହତ୍ୟା ଧମକ; ୩ ଦିନରେ ବୋମାରେ ଉଡାଇ ଦେବାକୁ ଆସିଲା ଧମକ

The Sakala Picture
Published On

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ। ଲକ୍ଷ୍ନୌସ୍ଥିତ ପୋଲିସ କଣ୍ଟ୍ରୋଲ ରୁମ ୧୧୨ ହ୍ୱାଟସଆପ ନମ୍ବରରେ ଆସିଛି ହତ୍ୟା ଧମକ । ଯେଉଁ ନମ୍ବରରୁ ଧମକ ଆସିଛି ତାହା ଶାହିଦ ଖାନ୍‌ ନାମରେ ରେଜିଷ୍ଟର ହୋଇଛି । ଧମକ ପରେ ପୋଲିସ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ସାଇବର ଓ ସର୍ଭିଲାନ୍ସ ସେଲ୍‌ ମଧ୍ୟ ପୋଲିସକୁ ତଦନ୍ତରେ ସାହାଯ୍ୟ କରୁଛନ୍ତି । ପୂର୍ବରୁ ମଧ୍ୟ ଯୋଗୀ ଆଦିତ୍ୟନାଥଙ୍କୁ […]

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ। ଲକ୍ଷ୍ନୌସ୍ଥିତ ପୋଲିସ କଣ୍ଟ୍ରୋଲ ରୁମ ୧୧୨ ହ୍ୱାଟସଆପ ନମ୍ବରରେ ଆସିଛି ହତ୍ୟା ଧମକ । ଯେଉଁ ନମ୍ବରରୁ ଧମକ ଆସିଛି ତାହା ଶାହିଦ ଖାନ୍‌ ନାମରେ ରେଜିଷ୍ଟର ହୋଇଛି । ଧମକ ପରେ ପୋଲିସ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ସାଇବର ଓ ସର୍ଭିଲାନ୍ସ ସେଲ୍‌ ମଧ୍ୟ ପୋଲିସକୁ ତଦନ୍ତରେ ସାହାଯ୍ୟ କରୁଛନ୍ତି । ପୂର୍ବରୁ ମଧ୍ୟ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

ମୋବାଇଲ ନମ୍ବର ଆଧାରରେ ପୋଲିସ ଅଭିଯୁକ୍ତକୁ ଖୋଜୁଛି । ତାକୁ ଗିରଫ କରିବା ପାଇଁ ପୋଲିସ ଟିମ୍‌ ଗଠନ କରିଛି । ଅଗଷ୍ଟ ୨ରେ ୟୁପିର ପୋଲିସ ହେଲ୍ପଲାଇନ ନମ୍ବର ୧୧୨ର ହ୍ବାଟସଆପ୍‌କୁ ଯୋଗୀଙ୍କୁ ହତ୍ୟା କରିବ ବୋଲି ଧମକ ଦେଇଥିଲା ଆତତାୟୀ । ମାତ୍ର ୩ ଦିନରେ ଯୋଗୀଙ୍କୁ ବମ୍‌ରେ ଉଡାଇ ଦେବାକୁ ଧମକ ଦେଇଥିଲା ଦୁର୍ବୃତ୍ତ ।

ଆହୁରି ପଢ଼ନ୍ତୁ: ୬ ବର୍ଷ ପରେ ଆକାଶ ଛୁଇଁଲା ଏୟାର ଇଣ୍ଡିଆର ‘ବୋଇିଂ ୭୭୭’, ନାଗପୁରରୁ ଉଡି ଅହମ୍ମଦାବାଦରେ କଲା ଲ୍ୟାଣ୍ଡିଂ

ଅଭିଯୁକ୍ତର ଲୋକେସନ୍‌କୁ ଟ୍ରାକ କରିବାକୁ ଉଦ୍ୟମ କରୁଛି ପୋଲିସ । ଖୁବଶୀଘ୍ର ତାକୁ ଗିରଫ କରାଯିବ ବୋଲି ପୋଲିସ କହିଛି । ଏହା ପୂର୍ବରୁ ବି ଅନେକ ଥର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ମିଳି ସାରିଛି ।

ଆହୁରି ପଢ଼ନ୍ତୁ: ବିବାହ ପୂର୍ବରୁ ଆଇଏଏସ୍: 'ଚାକିରି ପରେ ଯାଇ କରିବି ବାହାଘର', ପୂରଣ ହେଲା ଅମନଦୀପଙ୍କ ଶପଥ

08 Aug 2022 By The Sakala

ଯୋଗୀଙ୍କୁ ହତ୍ୟା ଧମକ; ୩ ଦିନରେ ବୋମାରେ ଉଡାଇ ଦେବାକୁ ଆସିଲା ଧମକ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ। ଲକ୍ଷ୍ନୌସ୍ଥିତ ପୋଲିସ କଣ୍ଟ୍ରୋଲ ରୁମ ୧୧୨ ହ୍ୱାଟସଆପ ନମ୍ବରରେ ଆସିଛି ହତ୍ୟା ଧମକ । ଯେଉଁ ନମ୍ବରରୁ ଧମକ ଆସିଛି ତାହା ଶାହିଦ ଖାନ୍‌ ନାମରେ ରେଜିଷ୍ଟର ହୋଇଛି । ଧମକ ପରେ ପୋଲିସ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ସାଇବର ଓ ସର୍ଭିଲାନ୍ସ ସେଲ୍‌ ମଧ୍ୟ ପୋଲିସକୁ ତଦନ୍ତରେ ସାହାଯ୍ୟ କରୁଛନ୍ତି । ପୂର୍ବରୁ ମଧ୍ୟ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ଦିଆଯାଇଥିଲା।

ମୋବାଇଲ ନମ୍ବର ଆଧାରରେ ପୋଲିସ ଅଭିଯୁକ୍ତକୁ ଖୋଜୁଛି । ତାକୁ ଗିରଫ କରିବା ପାଇଁ ପୋଲିସ ଟିମ୍‌ ଗଠନ କରିଛି । ଅଗଷ୍ଟ ୨ରେ ୟୁପିର ପୋଲିସ ହେଲ୍ପଲାଇନ ନମ୍ବର ୧୧୨ର ହ୍ବାଟସଆପ୍‌କୁ ଯୋଗୀଙ୍କୁ ହତ୍ୟା କରିବ ବୋଲି ଧମକ ଦେଇଥିଲା ଆତତାୟୀ । ମାତ୍ର ୩ ଦିନରେ ଯୋଗୀଙ୍କୁ ବମ୍‌ରେ ଉଡାଇ ଦେବାକୁ ଧମକ ଦେଇଥିଲା ଦୁର୍ବୃତ୍ତ ।

ଅଭିଯୁକ୍ତର ଲୋକେସନ୍‌କୁ ଟ୍ରାକ କରିବାକୁ ଉଦ୍ୟମ କରୁଛି ପୋଲିସ । ଖୁବଶୀଘ୍ର ତାକୁ ଗିରଫ କରାଯିବ ବୋଲି ପୋଲିସ କହିଛି । ଏହା ପୂର୍ବରୁ ବି ଅନେକ ଥର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ମିଳି ସାରିଛି ।

https://www.thesakala.in/national-international/death-threats-to-uttar-pradesh-cm-yogi-adityanath/article-13981
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର