ଜଷ୍ଟିସ ଉଦୟ ଉମେଶ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ, ଆସନ୍ତା ୨୭ରେ ଗ୍ରହଣ କରିବେ ଦାୟିତ୍ବ

The Sakala Picture
Published On

ନୂଆଦିଲ୍ଲୀ : ଜଷ୍ଟିସ ଉଦୟ ଉମେଶ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ଭାରତର ସମ୍ବିଧାନର ଧାରା ୧୨୪ର ଧାରା (୨) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ଭାରତର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। ଜଷ୍ଟିସ୍ ଉଦୟ ଉମେଶ ଲଲିତ ଆସନ୍ତା ୨୭ ତାରିଖରେ ଭାରତର ୪୯ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ବ ଗ୍ରହଣ କରିବେ। ଜଷ୍ଟିସ୍ […]

ନୂଆଦିଲ୍ଲୀ : ଜଷ୍ଟିସ ଉଦୟ ଉମେଶ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ଭାରତର ସମ୍ବିଧାନର ଧାରା ୧୨୪ର ଧାରା (୨) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ଭାରତର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। ଜଷ୍ଟିସ୍ ଉଦୟ ଉମେଶ ଲଲିତ ଆସନ୍ତା ୨୭ ତାରିଖରେ ଭାରତର ୪୯ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ବ ଗ୍ରହଣ କରିବେ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଥମିବ ଯୁଦ୍ଧ: ଆଜି ଇସଲାମାବାଦରେ ବହୁପ୍ରତୀକ୍ଷିତ ଶାନ୍ତି ବୈଠକ

ଜଷ୍ଟିସ୍ ଉଦୟ ଉମେଶ ଲଲିତଙ୍କୁ ଭାରତର ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ୨୦୧୪ରେ ନିଯୁକ୍ତି ଦିଆଯାଇଥିଲା। ଜଷ୍ଟିସ୍ ଲଲିତ ଦୁଇ ଥର ସୁପ୍ରିମକୋର୍ଟ ଆଇନ ସେବା କମିଟିର ସଦସ୍ୟ ଭାବରେ କାର୍ଯ କରିଛନ୍ତି। ଜଷ୍ଟିସ୍ ୟୁ. ୟୁ ଲଲିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଚାରର ରାୟ ଶୁଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଭାରତର ନୌସେନା ଶକ୍ତିରେ ବୃଦ୍ଧି: ଆରିହନ୍ତ ଓ ଅରିଘାତ ପରେ ସାମିଲ ହେଲା ଆଇଏନଏସ୍ ଅରିଦମନ

ପୂର୍ବରୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନ୍‌. ଭି ରମଣା, ସୁପ୍ରିମ୍‌ କୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଲଲିତଙ୍କ ନାଁ ସୁପାରିସ କରିଥିଲେ।

ଆହୁରି ପଢ଼ନ୍ତୁ: ହାତରେ ଡିଗ୍ରୀ, ମାସିକ ଦରମା ମାତ୍ର ୧୦ ହଜାର: ନୋଏଡାରେ ଗ୍ରାଜୁଏଟମାନେ କାହିଁକି ଆନ୍ଦୋଳନ କରିବାକୁ ବାଧ୍ୟ ହେଉଛନ୍ତି?

10 Aug 2022 By The Sakala

ଜଷ୍ଟିସ ଉଦୟ ଉମେଶ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ, ଆସନ୍ତା ୨୭ରେ ଗ୍ରହଣ କରିବେ ଦାୟିତ୍ବ

ନୂଆଦିଲ୍ଲୀ : ଜଷ୍ଟିସ ଉଦୟ ଉମେଶ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ଭାରତର ସମ୍ବିଧାନର ଧାରା ୧୨୪ର ଧାରା (୨) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ଭାରତର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। ଜଷ୍ଟିସ୍ ଉଦୟ ଉମେଶ ଲଲିତ ଆସନ୍ତା ୨୭ ତାରିଖରେ ଭାରତର ୪୯ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ବ ଗ୍ରହଣ କରିବେ।

ଜଷ୍ଟିସ୍ ଉଦୟ ଉମେଶ ଲଲିତଙ୍କୁ ଭାରତର ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ୨୦୧୪ରେ ନିଯୁକ୍ତି ଦିଆଯାଇଥିଲା। ଜଷ୍ଟିସ୍ ଲଲିତ ଦୁଇ ଥର ସୁପ୍ରିମକୋର୍ଟ ଆଇନ ସେବା କମିଟିର ସଦସ୍ୟ ଭାବରେ କାର୍ଯ କରିଛନ୍ତି। ଜଷ୍ଟିସ୍ ୟୁ. ୟୁ ଲଲିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଚାରର ରାୟ ଶୁଣାଇଛନ୍ତି।

ପୂର୍ବରୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନ୍‌. ଭି ରମଣା, ସୁପ୍ରିମ୍‌ କୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଲଲିତଙ୍କ ନାଁ ସୁପାରିସ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର