୧୪ତମ ଉପ-ରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ

The Sakala Picture
Published On

ନୂଆଦିଲ୍ଲୀ : ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ । ଭାରତର ଉପ-ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନର ସେଣ୍ଟ୍ରାଲ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପ-ରାଷ୍ଟ୍ରପତି ଭେଙ୍କୟା ନାୟଡୁ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ […]

ନୂଆଦିଲ୍ଲୀ : ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ । ଭାରତର ଉପ-ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନର ସେଣ୍ଟ୍ରାଲ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପ-ରାଷ୍ଟ୍ରପତି ଭେଙ୍କୟା ନାୟଡୁ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: କୁକୁର ପରିସ୍ରା କରିବାକୁ ନେଇ ତୁମୁଳକାଣ୍ଡ; ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ବରିଷ୍ଠ ନାଗରିକ

ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି । ଚଳିତ ଉପରାଷ୍ଟ୍ରପତି ନିର୍ବାଚନରେ ଜଗଦୀପ ଧନଖଡ଼ ନିଜ ପ୍ରତିଦ୍ୱନ୍ଦି ଏମ ଆଲଭାଙ୍କୁ ହରାଇ ନିର୍ବାଚନ ଜିତିଥିଲେ । ଧନଖଡ଼ଙ୍କ ସପକ୍ଷରେ ୫୨୮ଟି ଭୋଟ୍ ପଡ଼ିଥିବା ବେଳେ ଆଲଭାଙ୍କ ସପକ୍ଷରେ ୧୮୨ ଖଣ୍ଡ ଭୋଟ୍ ପଡ଼ିଥିଲା ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

11 Aug 2022 By The Sakala

୧୪ତମ ଉପ-ରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ

ନୂଆଦିଲ୍ଲୀ : ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ । ଭାରତର ଉପ-ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନର ସେଣ୍ଟ୍ରାଲ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପ-ରାଷ୍ଟ୍ରପତି ଭେଙ୍କୟା ନାୟଡୁ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି । ଚଳିତ ଉପରାଷ୍ଟ୍ରପତି ନିର୍ବାଚନରେ ଜଗଦୀପ ଧନଖଡ଼ ନିଜ ପ୍ରତିଦ୍ୱନ୍ଦି ଏମ ଆଲଭାଙ୍କୁ ହରାଇ ନିର୍ବାଚନ ଜିତିଥିଲେ । ଧନଖଡ଼ଙ୍କ ସପକ୍ଷରେ ୫୨୮ଟି ଭୋଟ୍ ପଡ଼ିଥିବା ବେଳେ ଆଲଭାଙ୍କ ସପକ୍ଷରେ ୧୮୨ ଖଣ୍ଡ ଭୋଟ୍ ପଡ଼ିଥିଲା ।

https://www.thesakala.in/national-international/jagdeep-dhankhar-took-oath-as-the-14th-vice-president/article-14048
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର