ପୁଣି କରୋନା ସଂକ୍ରମିତ ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

The Sakala Picture
Published On

ନୂଆଦିଲ୍ଲୀ: ପୁଣିଥରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ କରୋନା । ଦ୍ବିତୀୟ ଥର ପାଇଁ କରୋନା ଭାଇରସ୍‌ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେ ଚଳିତବର୍ଷ ଜୁନ୍‌ ମାସରେ ପ୍ରଥମେ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏବେ ପୁଣି ଥରେ ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏନେଇ ଏକ ଟ୍ବିଟ୍‌ ଯୋଗେ ସୂଚନା ଦେଇଛନ୍ତି କଂଗ୍ରେସର ସାଂସଦ ଜୟରାମ ରମେଶ। ସେ କହିଛନ୍ତି, ସୋନିଆ ଗାନ୍ଧି କରୋନାରେ ଆକ୍ରାନ୍ତ ହୋଇଥିବାରୁ ଏବେ […]

ନୂଆଦିଲ୍ଲୀ: ପୁଣିଥରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ କରୋନା । ଦ୍ବିତୀୟ ଥର ପାଇଁ କରୋନା ଭାଇରସ୍‌ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେ ଚଳିତବର୍ଷ ଜୁନ୍‌ ମାସରେ ପ୍ରଥମେ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏବେ ପୁଣି ଥରେ ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏନେଇ ଏକ ଟ୍ବିଟ୍‌ ଯୋଗେ ସୂଚନା ଦେଇଛନ୍ତି କଂଗ୍ରେସର ସାଂସଦ ଜୟରାମ ରମେଶ। ସେ କହିଛନ୍ତି, ସୋନିଆ ଗାନ୍ଧି କରୋନାରେ ଆକ୍ରାନ୍ତ ହୋଇଥିବାରୁ ଏବେ ଆଇସୋଲେସନରେ ଅଛନ୍ତି। ଏଥିସହ ସରକାରଙ୍କ ତରଫରୁ ଜାରି ସବୁ ପ୍ରୋଟକଲ ପାଳନ କରୁଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନେ କୋଭିଡ୍ ଟେଷ୍ଟ୍ କରାଇବାକୁ ରମେଶ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ପ୍ରତିଷ୍ଠାତା ଲଳିତ ମୋଦୀଙ୍କ ୮ଟି ବଡ଼ ଖୁଲାସା: ଦାଉଦ ଇବ୍ରାହିମ, ପିଏମ ମୋଦୀ ଏବଂ ପୁଅର ଅପହରଣକୁ ନେଇ କହିଲେ ବଡ଼ କଥା

ଏହାପୂର୍ବରୁ ଜୁନ୍ ମାସରେ ସୋନିଆ କରୋନା ପଜିଟିଭ୍ ହୋଇଥିଲେ । ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ପଡ଼ିଥିଲା । ସୋନିଆଙ୍କ ଝିଅ ତଥା କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ମଧ୍ୟ କିଛି ଦିନ ତଳେ କରୋନା ସଂକ୍ରମିତ ହୋଇଥିଲେ । ପ୍ରିୟଙ୍କା ମଧ୍ୟ ଦୁଇ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ କରୋନା ପଜିଟିଭ୍ ହୋଇଥିଲେ।

13 Aug 2022 By The Sakala

ପୁଣି କରୋନା ସଂକ୍ରମିତ ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ପୁଣିଥରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ କରୋନା । ଦ୍ବିତୀୟ ଥର ପାଇଁ କରୋନା ଭାଇରସ୍‌ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେ ଚଳିତବର୍ଷ ଜୁନ୍‌ ମାସରେ ପ୍ରଥମେ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏବେ ପୁଣି ଥରେ ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏନେଇ ଏକ ଟ୍ବିଟ୍‌ ଯୋଗେ ସୂଚନା ଦେଇଛନ୍ତି କଂଗ୍ରେସର ସାଂସଦ ଜୟରାମ ରମେଶ। ସେ କହିଛନ୍ତି, ସୋନିଆ ଗାନ୍ଧି କରୋନାରେ ଆକ୍ରାନ୍ତ ହୋଇଥିବାରୁ ଏବେ ଆଇସୋଲେସନରେ ଅଛନ୍ତି। ଏଥିସହ ସରକାରଙ୍କ ତରଫରୁ ଜାରି ସବୁ ପ୍ରୋଟକଲ ପାଳନ କରୁଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନେ କୋଭିଡ୍ ଟେଷ୍ଟ୍ କରାଇବାକୁ ରମେଶ କହିଛନ୍ତି ।

ଏହାପୂର୍ବରୁ ଜୁନ୍ ମାସରେ ସୋନିଆ କରୋନା ପଜିଟିଭ୍ ହୋଇଥିଲେ । ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ପଡ଼ିଥିଲା । ସୋନିଆଙ୍କ ଝିଅ ତଥା କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ମଧ୍ୟ କିଛି ଦିନ ତଳେ କରୋନା ସଂକ୍ରମିତ ହୋଇଥିଲେ । ପ୍ରିୟଙ୍କା ମଧ୍ୟ ଦୁଇ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ କରୋନା ପଜିଟିଭ୍ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର