ଦେଶରେ ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ଯା; ୨୪ ଘଣ୍ଟାରେ ୧୪ ହଜାର ୨୬୪ ନୂଆ ଆକ୍ରାନ୍ତ, ୯୦ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ହେଉଥିବାର ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୧୪ ହଜାର ୨୬୪ ଜଣ ନୂଆ କୋରନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ପଜିଟିଭଙ୍କ ସଂଖ୍ଯା ୧୦,୯୯୧,୬୫୧କୁ ବୃଦ୍ଧି ପାଇଛି। ୯୦ ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧, ୫୬, ୩୦୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧୧ ହଜାର ୬୬୭ ସୁସ୍ଥ ହୋଇଥିବା […]

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ହେଉଥିବାର ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୧୪ ହଜାର ୨୬୪ ଜଣ ନୂଆ କୋରନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ପଜିଟିଭଙ୍କ ସଂଖ୍ଯା ୧୦,୯୯୧,୬୫୧କୁ ବୃଦ୍ଧି ପାଇଛି। ୯୦ ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧, ୫୬, ୩୦୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧୧ ହଜାର ୬୬୭ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୬,୮୯,୭୧୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୪୫,୬୩୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଡାର୍କ ପ୍ୟାଟର୍ଣ୍ଣ ବିରୋଧରେ ସିସିପିଏ (CCPA)ର କଡ଼ା କାର୍ଯ୍ୟାନୁଷ୍ଠାନ: ଫିଜିକ୍ସୱାଲା ଏବଂ ମ୍ୟାକାଫି ଉପରେ ଲାଗିଲା ଜୋରିମାନା

21 Feb 2021 By The Sakala

ଦେଶରେ ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ଯା; ୨୪ ଘଣ୍ଟାରେ ୧୪ ହଜାର ୨୬୪ ନୂଆ ଆକ୍ରାନ୍ତ, ୯୦ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ହେଉଥିବାର ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୧୪ ହଜାର ୨୬୪ ଜଣ ନୂଆ କୋରନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ପଜିଟିଭଙ୍କ ସଂଖ୍ଯା ୧୦,୯୯୧,୬୫୧କୁ ବୃଦ୍ଧି ପାଇଛି। ୯୦ ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧, ୫୬, ୩୦୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧୧ ହଜାର ୬୬୭ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୬,୮୯,୭୧୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୪୫,୬୩୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର