ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ୟୁୟୁ ଲଳିତ
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ୟୁ ୟୁ ଲଳିତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ସୂଚନା ଅନୁଯାୟୀ, ଶୁକ୍ରବାର ସୁପ୍ରିମ୍ କୋର୍ଟର ୪୮ତମ ପ୍ରଧାନବିଚାରପତି ଜଷ୍ଟିସ୍ ଏନ୍ .ଭି. ରମଣା ଅବସର ଗ୍ରହଣ କରିଥିଲେ । ଏକ ଭାବବିହ୍ୱଳ ପରିବେଶରେ ବିଦାୟ ନେଇଥିଲେ ଏନ.ଭି. ରମଣା।
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ୟୁ ୟୁ ଲଳିତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି ।
ଆହୁରି ପଢ଼ନ୍ତୁ: ରେଜିନଗରରେ ମମତା ଗୋଷ୍ଠୀ ପ୍ରାର୍ଥୀଙ୍କ ୟୁଟର୍ଣ୍ଣ: ବଦଳିଲା ନାମାଙ୍କନ ପ୍ରତ୍ୟାହାର ନିଷ୍ପତ୍ତି, ପୁଣି ଲଢ଼ିବାକୁ ଘୋଷଣା
ସୂଚନା ଅନୁଯାୟୀ, ଶୁକ୍ରବାର ସୁପ୍ରିମ୍ କୋର୍ଟର ୪୮ତମ ପ୍ରଧାନବିଚାରପତି ଜଷ୍ଟିସ୍ ଏନ୍ .ଭି. ରମଣା ଅବସର ଗ୍ରହଣ କରିଥିଲେ । ଏକ ଭାବବିହ୍ୱଳ ପରିବେଶରେ ବିଦାୟ ନେଇଥିଲେ ଏନ.ଭି. ରମଣା।






