ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ : ଆଜି ପ୍ରକୃତିର ପାର୍ବଣ ନୂଆଁଖାଇ। ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଭାଇ ଭଉଣୀ ବିଶେଷକରି ପଶ୍ଚିମା଼୍ଚଳର ଭାଇ ଭଉଣୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି । ସ୍ନେହ, ଶ୍ରଦ୍ଧା ଓ ସୌହାର୍ଦ୍ୟର ଅନନ୍ୟ ପର୍ବ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧି […]

ନୂଆଦିଲ୍ଲୀ : ଆଜି ପ୍ରକୃତିର ପାର୍ବଣ ନୂଆଁଖାଇ। ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଭାଇ ଭଉଣୀ ବିଶେଷକରି ପଶ୍ଚିମା଼୍ଚଳର ଭାଇ ଭଉଣୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି । ସ୍ନେହ, ଶ୍ରଦ୍ଧା ଓ ସୌହାର୍ଦ୍ୟର ଅନନ୍ୟ ପର୍ବ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧି ଆଣୁ ବୋଲି ସେ ଆନ୍ତରିକ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ନୂଆଁଖାଇ ଜୁହାର ଜଣାଇଛନ୍ତି । ସମସ୍ତଙ୍କୁ ବିଶେଷ ଦିନର ଶୁଭେଚ୍ଛା ଜଣାଇବା ସହ କଟିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଚାଷୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉଦ୍ଦମ ସ୍ୱାସ୍ଥ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ହୋଲି ରାତିରେ ଅମ୍ବିକାପୁରରେ ଲୋମହର୍ଷଣକାରୀ ଘଟଣା: ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ, ପାଣି ଟାଙ୍କିରେ ଲୁଚାଇଲା ଶବ

01 Sep 2022 By The Sakala

ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ପ୍ରକୃତିର ପାର୍ବଣ ନୂଆଁଖାଇ। ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଚଳଚଞ୍ଚଳ ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶାର ଭାଇ ଭଉଣୀ ବିଶେଷକରି ପଶ୍ଚିମା଼୍ଚଳର ଭାଇ ଭଉଣୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି । ସ୍ନେହ, ଶ୍ରଦ୍ଧା ଓ ସୌହାର୍ଦ୍ୟର ଅନନ୍ୟ ପର୍ବ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧି ଆଣୁ ବୋଲି ସେ ଆନ୍ତରିକ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ନୂଆଁଖାଇ ଜୁହାର ଜଣାଇଛନ୍ତି । ସମସ୍ତଙ୍କୁ ବିଶେଷ ଦିନର ଶୁଭେଚ୍ଛା ଜଣାଇବା ସହ କଟିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଚାଷୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉଦ୍ଦମ ସ୍ୱାସ୍ଥ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

https://www.thesakala.in/national-international/president-and-prime-minister-congratulated-nuukhai/article-14598
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର