୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୮ ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ, ୯୦୪ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୮ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୪ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୦ ହଜାର ୧୭୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୫ ଲକ୍ଷ ୨୭ ହଜାର […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୮ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୪ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୦ ହଜାର ୧୭୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨ ଲକ୍ଷ ୦୧ ହଜାର ୦୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

12 Apr 2021 By The Sakala

୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୮ ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ, ୯୦୪ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୮ହଜାର ୯୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦୪ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୦ ହଜାର ୧୭୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨ ଲକ୍ଷ ୦୧ ହଜାର ୦୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

https://www.thesakala.in/national-international/corona-update-india-12th-april-2021/article-1460
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର