ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୮୭୯ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୭୯ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୧ ହଜାର ୦୫୮ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୬ ଲକ୍ଷ ୮୯ […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୭୯ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୧ ହଜାର ୦୫୮ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୬ ଲକ୍ଷ ୮୯ ହଜାର ୪୫୩ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୨ ଲକ୍ଷ ୫୨ ହଜାର ୬୯୭ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨ ଲକ୍ଷ ୬୪ ହଜାର ୬୯୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା: ବୈଦିକ ମନ୍ତ୍ରୋଚ୍ଚାରଣ ସହ ଖୋଲିଲା ବଦ୍ରୀନାଥ ଧାମର କପାଟ

ଆହୁରି ପଢ଼ନ୍ତୁ: "ମୋ ପାଖରେ ଅଲୌକିକ ଶକ୍ତି ଅଛି...": ନାସିକରେ 'ଭଣ୍ଡ ବାବା' ମହେଶଗିରିର କଳାକାରନାମା, ଯୁବତୀଙ୍କୁ ଦୁଷ୍କର୍ମ ପରେ କରୁଥିଲା ବ୍ଲାକମେଲ୍

13 Apr 2021 By The Sakala

ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୮୭୯ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୭୯ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୧ ହଜାର ୦୫୮ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୬ ଲକ୍ଷ ୮୯ ହଜାର ୪୫୩ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୨ ଲକ୍ଷ ୫୨ ହଜାର ୬୯୭ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨ ଲକ୍ଷ ୬୪ ହଜାର ୬୯୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର