ତ୍ତରପ୍ରଦେଶରେ ବର୍ଷାର ତାଣ୍ଡବ, ଲକ୍ଷ୍ନୌରେ କାନ୍ଥ ଭୁଶୁଡ଼ି ତିନି ଶିଶୁଙ୍କ ସମେତ ୯ ମୃତ

The Sakala Picture
Published On

ଲକ୍ଷ୍ନୌ: ତ୍ତରପ୍ରଦେଶରେ ତାଣ୍ଡବ ଲୀଳା ରଚିଛି ଲଗାଣ ବର୍ଷା । ପ୍ରବଳ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅବିଶ୍ରାନ୍ତ ବର୍ଷା ଯୋଗୁ ଲକ୍ଷ୍ନୌର କ୍ୟାଣ୍ଟ ଅଞ୍ଚଳ ଦିଲକୁଶାରେ ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଏକାଧିକ ମହିଳା ଓ ଶିଶୁ ରହିଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୩ ମହିଳା ଓ ୩ ଶିଶୁ ଅଛନ୍ତି। ଖବର ପାଇ ପୁଲିସ୍‌ […]

ଲକ୍ଷ୍ନୌ: ତ୍ତରପ୍ରଦେଶରେ ତାଣ୍ଡବ ଲୀଳା ରଚିଛି ଲଗାଣ ବର୍ଷା । ପ୍ରବଳ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅବିଶ୍ରାନ୍ତ ବର୍ଷା ଯୋଗୁ ଲକ୍ଷ୍ନୌର କ୍ୟାଣ୍ଟ ଅଞ୍ଚଳ ଦିଲକୁଶାରେ ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଏକାଧିକ ମହିଳା ଓ ଶିଶୁ ରହିଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୩ ମହିଳା ଓ ୩ ଶିଶୁ ଅଛନ୍ତି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଘଟଣା ସ୍ଥଳକୁ ଯାଇ ତୁରନ୍ତ ପରିସ୍ଥିତିକୁ ପରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଅଘଟଣରେ ଆହତ ହୋଇଥିବା ଅନ୍ୟ କେତେଜଣଙ୍କୁ ଚିକିତ୍ସା ନିମନ୍ତେ ‘ସିଭିଲ୍‌ ହସ୍ପିଟାଲ୍‌’ରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

16 Sep 2022 By The Sakala

ତ୍ତରପ୍ରଦେଶରେ ବର୍ଷାର ତାଣ୍ଡବ, ଲକ୍ଷ୍ନୌରେ କାନ୍ଥ ଭୁଶୁଡ଼ି ତିନି ଶିଶୁଙ୍କ ସମେତ ୯ ମୃତ

ଲକ୍ଷ୍ନୌ: ତ୍ତରପ୍ରଦେଶରେ ତାଣ୍ଡବ ଲୀଳା ରଚିଛି ଲଗାଣ ବର୍ଷା । ପ୍ରବଳ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅବିଶ୍ରାନ୍ତ ବର୍ଷା ଯୋଗୁ ଲକ୍ଷ୍ନୌର କ୍ୟାଣ୍ଟ ଅଞ୍ଚଳ ଦିଲକୁଶାରେ ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଏକାଧିକ ମହିଳା ଓ ଶିଶୁ ରହିଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୩ ମହିଳା ଓ ୩ ଶିଶୁ ଅଛନ୍ତି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଘଟଣା ସ୍ଥଳକୁ ଯାଇ ତୁରନ୍ତ ପରିସ୍ଥିତିକୁ ପରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

ଅଘଟଣରେ ଆହତ ହୋଇଥିବା ଅନ୍ୟ କେତେଜଣଙ୍କୁ ଚିକିତ୍ସା ନିମନ୍ତେ ‘ସିଭିଲ୍‌ ହସ୍ପିଟାଲ୍‌’ରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ।

https://www.thesakala.in/national-international/9-dead-after-wall-collapses-due-to-heavy-rain-in-lucknow/article-15011
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର