ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ପଜିଟିଭ୍
ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ସଂକ୍ରମିତ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି। प्रदेश सरकार की सभी गतिविधियां सामान्य रूप से संचालित हो रही हैं। इस बीच जो लोग भी मेरे संपर्क में आएं हैं वह अपनी जांच अवश्य करा लें और एहतियात बरतें। — Yogi Adityanath (@myogiadityanath) April 14, […]
ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ସଂକ୍ରମିତ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି।
ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ
प्रदेश सरकार की सभी गतिविधियां सामान्य रूप से संचालित हो रही हैं।
ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍इस बीच जो लोग भी मेरे संपर्क में आएं हैं वह अपनी जांच अवश्य करा लें और एहतियात बरतें।
ଆହୁରି ପଢ଼ନ୍ତୁ: ଆମେରିକୀୟ ସେନା ଦ୍ୱାରା ଫୋନ୍ ଏବଂ କମ୍ପ୍ୟୁଟରରେ ବିଜ୍ଞାପନ ଟ୍ରାକର୍ ବନ୍ଦ: ମଧ୍ୟପ୍ରାଚ୍ୟରେ ସୈନିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ— Yogi Adityanath (@myogiadityanath) April 14, 2021
ସେ ଟ୍ବିଟ କରି କହିଛନ୍ତି ଯେ, ବର୍ତ୍ତମାନ ମୁଁ ସଂଗରୋଧରେ ଅଛି । ଯଦି କେହି ମୋ ସଂସ୍ପର୍ଶରେ ଆସିଛନ୍ତି ତିବେ ନିଜର ପରୀକ୍ଷା କରାଇନିଅନ୍ତୁ। ବର୍ତ୍ତମାନ ନିଜ ଘରେ ସେ ସଂଗରୋଧରେ ଅଛନ୍ତି, କରୋନାର ସମସ୍ତ ଗାଇଡଲାଇନ ପାଳନ କରୁଛନ୍ତି । ଏହାସହ ସମସ୍ତ କାର୍ଯ୍ଯ ଭର୍ଚୁଆଲରେ କରୁଛନ୍ତି।






