କାବୁଲର ଏକ ଶିକ୍ଷାନୁଷ୍ଠାନରେ ଆତ୍ମଘାତୀ ବିସ୍ଫୋରଣ; ୧୯ ମୃତ, ୨୮ ଆହତ

The Sakala Picture
Published On

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଏକ ଶିକ୍ଷାନୁଷ୍ଠାନରେ ଘଟିଛି ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ। ବିସ୍ଫୋରଣରେ ୧୯ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୨୮ ଜଣ ଲୋକ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ହେଉଥିବା ବେଳେ ଜଣେ ଆତଙ୍କବାଦୀ କାବୁଲରେ ଥିବା ଗୋଟିଏ ଶିକ୍ଷା କେନ୍ଦ୍ର ଭିତରେ ନିଜକୁ ବୋମାରେ ଉଡ଼ାଇ ଦେଇଥିବା […]

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଏକ ଶିକ୍ଷାନୁଷ୍ଠାନରେ ଘଟିଛି ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ। ବିସ୍ଫୋରଣରେ ୧୯ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୨୮ ଜଣ ଲୋକ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ହେଉଥିବା ବେଳେ ଜଣେ ଆତଙ୍କବାଦୀ କାବୁଲରେ ଥିବା ଗୋଟିଏ ଶିକ୍ଷା କେନ୍ଦ୍ର ଭିତରେ ନିଜକୁ ବୋମାରେ ଉଡ଼ାଇ ଦେଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: 'ଆପଣ ଗୁଗଲରେ ଅଶ୍ଳୀଳ ଭିଡିଓ ଦେଖିଛନ୍ତି...': କ୍ରାଇମବ୍ରାଞ୍ଚ ଅଫିସର ପରିଚୟ ଦେଇ ମହିଳାଙ୍କଠାରୁ ୪.୫୦ ଲକ୍ଷ ଟଙ୍କାର ସାଇବର ଠକେଇ

କାବୁଲର ଶିହା ସଂପ୍ରଦାୟର ଲୋକମାନେ ରହୁଥିବା ଅଞ୍ଚଳରେ ଏପରି ବିସ୍ଫୋରଣ ହୋଇଛି। ଶିହା ସଂପ୍ରଦାୟର ପିଲା ଓ ଲୋକଙ୍କୁ ଟାର୍ଗେଟ କରି ହମଲା କରାଯାଇଥିବା ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ମୁଖପାତ୍ର ଅବଦୁଲ ନାଫୟ ଟାକୋର ଟ୍ୱିଟ କରିଛନ୍ତି। ଏହି ଘଟଣା ପରେ ସୁରକ୍ଷାକର୍ମୀମାନେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆକ୍ରମଣର କାରଣ ଓ ମୃତ୍ୟୁ ସଂଖ୍ୟା କିଛି ସମୟ ପରେ ସୂଚନା ଦିଆଯିବ ବୋଲି ମୁଖପାତ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ନିଟ୍ ପୁନଃ ପରୀକ୍ଷା: ପ୍ରଶ୍ନପତ୍ର ସୁରକ୍ଷା ପାଇଁ ବାୟୁସେନାର MI-17 ହେଲିକପ୍ଟର ମୁତୟନ, ୧୮ଟି ସ୍ଥାନରୁ ହେବ ଏୟାରଲିଫ୍ଟ

30 Sep 2022 By The Sakala

କାବୁଲର ଏକ ଶିକ୍ଷାନୁଷ୍ଠାନରେ ଆତ୍ମଘାତୀ ବିସ୍ଫୋରଣ; ୧୯ ମୃତ, ୨୮ ଆହତ

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଏକ ଶିକ୍ଷାନୁଷ୍ଠାନରେ ଘଟିଛି ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ। ବିସ୍ଫୋରଣରେ ୧୯ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୨୮ ଜଣ ଲୋକ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ହେଉଥିବା ବେଳେ ଜଣେ ଆତଙ୍କବାଦୀ କାବୁଲରେ ଥିବା ଗୋଟିଏ ଶିକ୍ଷା କେନ୍ଦ୍ର ଭିତରେ ନିଜକୁ ବୋମାରେ ଉଡ଼ାଇ ଦେଇଥିବା ସୂଚନା ମିଳିଛି ।

କାବୁଲର ଶିହା ସଂପ୍ରଦାୟର ଲୋକମାନେ ରହୁଥିବା ଅଞ୍ଚଳରେ ଏପରି ବିସ୍ଫୋରଣ ହୋଇଛି। ଶିହା ସଂପ୍ରଦାୟର ପିଲା ଓ ଲୋକଙ୍କୁ ଟାର୍ଗେଟ କରି ହମଲା କରାଯାଇଥିବା ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ମୁଖପାତ୍ର ଅବଦୁଲ ନାଫୟ ଟାକୋର ଟ୍ୱିଟ କରିଛନ୍ତି। ଏହି ଘଟଣା ପରେ ସୁରକ୍ଷାକର୍ମୀମାନେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆକ୍ରମଣର କାରଣ ଓ ମୃତ୍ୟୁ ସଂଖ୍ୟା କିଛି ସମୟ ପରେ ସୂଚନା ଦିଆଯିବ ବୋଲି ମୁଖପାତ୍ର କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର