ପରଲୋକରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ୍‌ ସିଂ ଯାଦବ

The Sakala Picture
Published On

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ସଂରକ୍ଷକ ତଥା ବରିଷ୍ଠ ରାଜନେତା ମୁଲାୟମ ସିଂ ଯାଦବଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ୟୁରିନ ଇମ୍ଫେକ୍ସନ କାରଣରୁ ୨୬ ସେପ୍ଟେମ୍ବରରୁ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ୨ ଅକ୍ଟୋବରେ ଅକ୍ସିଜେନ ଲେବୁଲ କମ୍ ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ୟୁରିନ ଇମ୍ଫେକ୍ସନ ସହ ତାଙ୍କ ରକ୍ତ ଚାପ ମଧ୍ୟ ବୃଦ୍ଧି ପାଇଥିଲା । ସ୍ୱାସ୍ଥ୍ୟବସ୍ଥାରେ ସୁଧାର […]

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ସଂରକ୍ଷକ ତଥା ବରିଷ୍ଠ ରାଜନେତା ମୁଲାୟମ ସିଂ ଯାଦବଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ୟୁରିନ ଇମ୍ଫେକ୍ସନ କାରଣରୁ ୨୬ ସେପ୍ଟେମ୍ବରରୁ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ୨ ଅକ୍ଟୋବରେ ଅକ୍ସିଜେନ ଲେବୁଲ କମ୍ ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ୟୁରିନ ଇମ୍ଫେକ୍ସନ ସହ ତାଙ୍କ ରକ୍ତ ଚାପ ମଧ୍ୟ ବୃଦ୍ଧି ପାଇଥିଲା । ସ୍ୱାସ୍ଥ୍ୟବସ୍ଥାରେ ସୁଧାର ନଆସିବା କାଣରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ହେଲେ ଆଜି ସକାଳୁ ତାଙ୍କର ନିଧନ ଘଟିଛି । ତାଙ୍କର ମୃତ୍ୟୁରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । ୨୨ ନଭେମ୍ବର ୧୯୩୯ରେ ଉତ୍ତରପ୍ରଦେଶର ସୈଫଇରେ ଜନ୍ମଗ୍ରହଣ କରିଥିଲେ ମୁଲାୟମ ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ 'ଆତଙ୍କବାଦୀ' କହିଲେ ଖଡ଼ଗେ, ବିବାଦ ପରେ ଦେଲେ ସ୍ପଷ୍ଟୀକରଣ

10 Oct 2022 By The Sakala

ପରଲୋକରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ୍‌ ସିଂ ଯାଦବ

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ସଂରକ୍ଷକ ତଥା ବରିଷ୍ଠ ରାଜନେତା ମୁଲାୟମ ସିଂ ଯାଦବଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ୟୁରିନ ଇମ୍ଫେକ୍ସନ କାରଣରୁ ୨୬ ସେପ୍ଟେମ୍ବରରୁ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ୨ ଅକ୍ଟୋବରେ ଅକ୍ସିଜେନ ଲେବୁଲ କମ୍ ହେବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ୟୁରିନ ଇମ୍ଫେକ୍ସନ ସହ ତାଙ୍କ ରକ୍ତ ଚାପ ମଧ୍ୟ ବୃଦ୍ଧି ପାଇଥିଲା । ସ୍ୱାସ୍ଥ୍ୟବସ୍ଥାରେ ସୁଧାର ନଆସିବା କାଣରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ହେଲେ ଆଜି ସକାଳୁ ତାଙ୍କର ନିଧନ ଘଟିଛି । ତାଙ୍କର ମୃତ୍ୟୁରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । ୨୨ ନଭେମ୍ବର ୧୯୩୯ରେ ଉତ୍ତରପ୍ରଦେଶର ସୈଫଇରେ ଜନ୍ମଗ୍ରହଣ କରିଥିଲେ ମୁଲାୟମ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର