ରେଳ କର୍ମଚାରୀଙ୍କୁ କେନ୍ଦ୍ର ସରକାରଙ୍କ ଦୀପାବଳି ଭେଟି, ମିଳିବ ୭୮ ଦିନର ବୋନସ

The Sakala Picture
Published On

ନୂଆଦିଲ୍ଲୀ : ରେଳ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଇଛନ୍ତି କେନ୍ଦ୍ର ସରକାର। ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ବୋନସ ଘୋଷଣା କରାଯାଇଛି । ବୋନସ ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀ କରି କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି। ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ବୋନସ ନେଇ ନିଷ୍ପତ୍ତି ହୋଇଛି। ରେଳ […]

ନୂଆଦିଲ୍ଲୀ : ରେଳ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଇଛନ୍ତି କେନ୍ଦ୍ର ସରକାର। ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ବୋନସ ଘୋଷଣା କରାଯାଇଛି । ବୋନସ ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀ କରି କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭାରତ-ବାଂଲାଦେଶ ସୀମାରେ ଉତ୍ତେଜନା: ଅନୁପ୍ରବେଶକାରୀଙ୍କୁ ଗ୍ରହଣ କରିବାକୁ ବିଜିବିର ମନା, ବିଏସଏଫ୍ ସହ ମୁହାଁମୁହିଁ

ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ବୋନସ ନେଇ ନିଷ୍ପତ୍ତି ହୋଇଛି। ରେଳ କର୍ମଚାରୀଙ୍କୁ ସର୍ବାଧିକ ୧୭,୯୫୧ ଟଙ୍କା ପର୍ଯ୍ୟନ୍ତ ବୋନସ । ରେଲୱେର ୧୧.୨୭ ଲକ୍ଷ କର୍ମଚାରୀ ପାଇବେ ୧୮୩୨ କୋଟି ଟଙ୍କା।

ଆହୁରି ପଢ଼ନ୍ତୁ: ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ନିଷ୍ପତ୍ତି: ସିବିଆଇ ତଦନ୍ତ ପାଇଁ ମିଳିଲା ସମ୍ପୂର୍ଣ୍ଣ ଅନୁମତି

ସୂଚନା ମୁତାବକ, ରେଳ କର୍ମଚାରୀଙ୍କୁ ବୋନସ୍ ପାଇଁ ୧୮୨୩ କୋଟି ଟଙ୍କା ମଞ୍ଜୁର ହୋଇଛି । ଏନେଇ କେନ୍ଦ୍ର ସୂଚନା ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି । ତେବେ ଯୋଗ୍ୟ ରେଳ କର୍ମଚାରୀଙ୍କୁ ପିଏଲବି ପେମେଣ୍ଟ ଭାବେ ୭୦୦୦ ଟଙ୍କା ପ୍ରତିମାସରେ ଦିଆଯାଉଛି । ୭୮ ଦିନ ହିସାବରେ କର୍ମଚାରୀଙ୍କୁ ସର୍ବାଧିକ ୧୭,୯୫୧ ଟଙ୍କା ପର୍ଯ୍ୟନ୍ତ ବୋନସ୍ ମିଳିବ । ରେଳୱେ ଗତବର୍ଷ ନିଜ କର୍ମଚାରୀଙ୍କୁ ୭୮ ଦିନର ବୋନସ୍ ଦେଇଥିଲା । ଜଣେ ରେଳ କର୍ମଚାରୀଙ୍କୁ ୩୦ ଦିନ ହିସାବରେ ୭୦୦୦ ଟଙ୍କା ବୋନସ୍ ଦିଆଯାଇଥିଲା । ଏଭଳି ପରିସ୍ଥିତିରେ ୭୮ ଦିନ ପାଇଁ କର୍ମଚାରୀଙ୍କୁ ପ୍ରାଖାପାଖି ୧୮,୦୦୦ ଟଙ୍କା ବୋନସ୍ ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ: ଟ୍ରମ୍ପ ଏବଂ ନେତନ୍ୟାହୁଙ୍କ ମଧ୍ୟରେ ରାଜନୈତିକ ଅସ୍ତିତ୍ୱ ବଞ୍ଚାଇବାକୁ ସଂଘର୍ଷ: କ'ଣ ରହିଛି ଏହାର ପ୍ରଭାବ?

12 Oct 2022 By The Sakala

ରେଳ କର୍ମଚାରୀଙ୍କୁ କେନ୍ଦ୍ର ସରକାରଙ୍କ ଦୀପାବଳି ଭେଟି, ମିଳିବ ୭୮ ଦିନର ବୋନସ

ନୂଆଦିଲ୍ଲୀ : ରେଳ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଇଛନ୍ତି କେନ୍ଦ୍ର ସରକାର। ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ବୋନସ ଘୋଷଣା କରାଯାଇଛି । ବୋନସ ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀ କରି କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।

ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ବୋନସ ନେଇ ନିଷ୍ପତ୍ତି ହୋଇଛି। ରେଳ କର୍ମଚାରୀଙ୍କୁ ସର୍ବାଧିକ ୧୭,୯୫୧ ଟଙ୍କା ପର୍ଯ୍ୟନ୍ତ ବୋନସ । ରେଲୱେର ୧୧.୨୭ ଲକ୍ଷ କର୍ମଚାରୀ ପାଇବେ ୧୮୩୨ କୋଟି ଟଙ୍କା।

ସୂଚନା ମୁତାବକ, ରେଳ କର୍ମଚାରୀଙ୍କୁ ବୋନସ୍ ପାଇଁ ୧୮୨୩ କୋଟି ଟଙ୍କା ମଞ୍ଜୁର ହୋଇଛି । ଏନେଇ କେନ୍ଦ୍ର ସୂଚନା ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି । ତେବେ ଯୋଗ୍ୟ ରେଳ କର୍ମଚାରୀଙ୍କୁ ପିଏଲବି ପେମେଣ୍ଟ ଭାବେ ୭୦୦୦ ଟଙ୍କା ପ୍ରତିମାସରେ ଦିଆଯାଉଛି । ୭୮ ଦିନ ହିସାବରେ କର୍ମଚାରୀଙ୍କୁ ସର୍ବାଧିକ ୧୭,୯୫୧ ଟଙ୍କା ପର୍ଯ୍ୟନ୍ତ ବୋନସ୍ ମିଳିବ । ରେଳୱେ ଗତବର୍ଷ ନିଜ କର୍ମଚାରୀଙ୍କୁ ୭୮ ଦିନର ବୋନସ୍ ଦେଇଥିଲା । ଜଣେ ରେଳ କର୍ମଚାରୀଙ୍କୁ ୩୦ ଦିନ ହିସାବରେ ୭୦୦୦ ଟଙ୍କା ବୋନସ୍ ଦିଆଯାଇଥିଲା । ଏଭଳି ପରିସ୍ଥିତିରେ ୭୮ ଦିନ ପାଇଁ କର୍ମଚାରୀଙ୍କୁ ପ୍ରାଖାପାଖି ୧୮,୦୦୦ ଟଙ୍କା ବୋନସ୍ ଦିଆଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର