ଦେଶରେ ଖୋଲିଲା ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ, ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

The Sakala Picture
Published On

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଆଉ ଏକ ବଡ଼ ଯୋଜନା । ଦେଶର ଖୋଲିଲା ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ ବା ଡିବିୟୁ । ଭିଡିଓ କନଫରେନସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉଦଘାଟନ ଅବସରରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ଉପସ୍ଥିତ ଅଛନ୍ତି । ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ଆହୁରି ବ୍ୟାପକ କରିବାକୁ ଏହା ଏକ ବଡ ପଦକ୍ଷେପ ବୋଲି କୁହାଯାଉଛି । ଡିଜିଟାଲ୍ ଇଣ୍ଡିଆ ସହ […]

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଆଉ ଏକ ବଡ଼ ଯୋଜନା । ଦେଶର ଖୋଲିଲା ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ ବା ଡିବିୟୁ । ଭିଡିଓ କନଫରେନସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉଦଘାଟନ ଅବସରରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ଉପସ୍ଥିତ ଅଛନ୍ତି । ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ଆହୁରି ବ୍ୟାପକ କରିବାକୁ ଏହା ଏକ ବଡ ପଦକ୍ଷେପ ବୋଲି କୁହାଯାଉଛି ।

ଆହୁରି ପଢ଼ନ୍ତୁ: ବିଜନୌରରେ ଚାଞ୍ଚଲ୍ୟ: କ୍ଲିନିକ ଭିତରେ ପଶି ଡାକ୍ତରଙ୍କୁ ଗୁଳି କରି ହତ୍ୟା, ବାଇକ ଛାଡ଼ି ଫେରାର ହେଲା ଦୁର୍ବୃତ୍ତ

ଡିଜିଟାଲ୍ ଇଣ୍ଡିଆ ସହ ଗ୍ରାମାଞ୍ଚଳକୁ ଯୋଡ଼ିବାକୁ ପ୍ରୟାସ କରାଯାଇଛି । ୧୧ ରାଷ୍ଟ୍ରାୟତ ବ୍ୟାଙ୍କ, ୧୨ ବେସରକାରୀ ବ୍ୟାଙ୍କ ଓ ଗୋଟିଏ କ୍ଷୁଦ୍ର ବାଣିଜ୍ୟିକ ବ୍ୟାଙ୍କ ଏହି ପ୍ରୟାସରେ ସାମିଲ ହୋଇଛନ୍ତି । ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟରେ ସଂଚୟ ଖାତା, ବାଲାନ୍ସ ଚେକ୍, ଫଣ୍ଡ ଟ୍ରାନ୍ସଫର, ଋଣ ଆବେଦନପତ୍ର ଆଦି ବିଭିନ୍ନ ବ୍ୟାଙ୍କିଙ୍ଗ ସୁବିଧା ଗ୍ରାହକମାନଙ୍କୁ ପ୍ରଦାନ କରାଯିବ ।

ଆହୁରି ପଢ଼ନ୍ତୁ: ପାଟନାରେ ଲଜ୍ଜା: ମାନେରରେ ଟ୍ୟୁସନ ଶିକ୍ଷକଙ୍କ ଦୁଷ୍କର୍ମ ଶିକାର ହେଲେ ନାବାଳିକା ଛାତ୍ରୀ, ଅଭିଯୁକ୍ତ ଫେରାର

16 Oct 2022 By The Sakala

ଦେଶରେ ଖୋଲିଲା ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ, ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଆଉ ଏକ ବଡ଼ ଯୋଜନା । ଦେଶର ଖୋଲିଲା ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ ବା ଡିବିୟୁ । ଭିଡିଓ କନଫରେନସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉଦଘାଟନ ଅବସରରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ଉପସ୍ଥିତ ଅଛନ୍ତି । ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ଆହୁରି ବ୍ୟାପକ କରିବାକୁ ଏହା ଏକ ବଡ ପଦକ୍ଷେପ ବୋଲି କୁହାଯାଉଛି ।

ଡିଜିଟାଲ୍ ଇଣ୍ଡିଆ ସହ ଗ୍ରାମାଞ୍ଚଳକୁ ଯୋଡ଼ିବାକୁ ପ୍ରୟାସ କରାଯାଇଛି । ୧୧ ରାଷ୍ଟ୍ରାୟତ ବ୍ୟାଙ୍କ, ୧୨ ବେସରକାରୀ ବ୍ୟାଙ୍କ ଓ ଗୋଟିଏ କ୍ଷୁଦ୍ର ବାଣିଜ୍ୟିକ ବ୍ୟାଙ୍କ ଏହି ପ୍ରୟାସରେ ସାମିଲ ହୋଇଛନ୍ତି । ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟରେ ସଂଚୟ ଖାତା, ବାଲାନ୍ସ ଚେକ୍, ଫଣ୍ଡ ଟ୍ରାନ୍ସଫର, ଋଣ ଆବେଦନପତ୍ର ଆଦି ବିଭିନ୍ନ ବ୍ୟାଙ୍କିଙ୍ଗ ସୁବିଧା ଗ୍ରାହକମାନଙ୍କୁ ପ୍ରଦାନ କରାଯିବ ।

https://www.thesakala.in/national-international/pm-modi-inaugurate-75-digital-banking-units-across-75-districts/article-15777
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର