ତାମିଲନାଡୁର ଏକ ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ; ୫ ମୃତ, ୧୦ ଗୁରୁତର

The Sakala Picture
Published On

ମଦୁରାଇ: ତାମିଲନାଡୁର ମଦୁରାଇରେ ଜିଲ୍ଲା ଭଡକମ୍ପଟ୍ଟିରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ତୁରନ୍ତ ମେଡିକାଲ ନିଆଯାଇ ଚିକିତ୍ସା କରାଯାଉଛି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ଶରୀର ଖଣ୍ଡିବଖଣ୍ଡିତ ହୋଇ ତଳେ ପଡ଼ି ରହିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପ୍ରଶାସନ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିସ୍ଫୋରଣର କାରଣ ଏ […]

ମଦୁରାଇ: ତାମିଲନାଡୁର ମଦୁରାଇରେ ଜିଲ୍ଲା ଭଡକମ୍ପଟ୍ଟିରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ତୁରନ୍ତ ମେଡିକାଲ ନିଆଯାଇ ଚିକିତ୍ସା କରାଯାଉଛି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ଶରୀର ଖଣ୍ଡିବଖଣ୍ଡିତ ହୋଇ ତଳେ ପଡ଼ି ରହିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପ୍ରଶାସନ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ବିସ୍ଫୋରଣର କାରଣ ଏ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିଚୟ ଜାଣିବାକୁ ଚେଷ୍ଟା କରାଯାଉଛି । କାରଖାନାରେ କେମିତି ବିସ୍ଫୋରଣ ହେଲା ସେ ନେଇ ଖୋଳତାଡ଼ ଆରମ୍ଭ କରିଛି ମଦୁରାଇ ପୁଲିସ।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର