ଦେଶରେ ୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ଆକ୍ରାନ୍ତ, ୧୬୧୯ ମୃତ

The Sakala Picture
Published On

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ୩ ଲକ୍ଷ ମୁହାଁ ହେଲଣି ସଂକ୍ରମିତଙ୍କ ସଂଖ୍ଯା। ଭାରତରେ ୨୪ ଘଣ୍ଟାରେ ଆଉ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୧୯ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୭୮ ହଜାର ୭୬୯ କୁ ବୃଦ୍ଧି ପାଇଥିବା […]

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ୩ ଲକ୍ଷ ମୁହାଁ ହେଲଣି ସଂକ୍ରମିତଙ୍କ ସଂଖ୍ଯା। ଭାରତରେ ୨୪ ଘଣ୍ଟାରେ ଆଉ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୧୯ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୭୮ ହଜାର ୭୬୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୨୯ ଲକ୍ଷ ୫୩  ହଜାର ୮୨୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯ଲକ୍ଷ ୨୯ ହଜାର ୩୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

19 Apr 2021 By The Sakala

ଦେଶରେ ୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ଆକ୍ରାନ୍ତ, ୧୬୧୯ ମୃତ

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଦେଶରେ ୩ ଲକ୍ଷ ମୁହାଁ ହେଲଣି ସଂକ୍ରମିତଙ୍କ ସଂଖ୍ଯା। ଭାରତରେ ୨୪ ଘଣ୍ଟାରେ ଆଉ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୧୯ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୭୮ ହଜାର ୭୬୯ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯ରେ ପହଞ୍ଚିଛି। ସେହିପରି ମୋଟ ୧ କୋଟି ୨୯ ଲକ୍ଷ ୫୩  ହଜାର ୮୨୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯ଲକ୍ଷ ୨୯ ହଜାର ୩୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

https://www.thesakala.in/national-international/corona-update-india-19th-april/article-1654
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର