ସଂସଦର ଶୀତ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

The Sakala Picture
Published On

ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ବୈଠକରେ ସଂସଦ କାର୍ଯ୍ୟ ସୁରୁଖୁରରେ ଚଲାଇବା ସବୁ ଦଳର ସହ ଯୋଗ ଲୋଡିବେ ସରକାର । ଏଥିସହ ଶୀତ ଅଧିବେଶନରେ ଆଗତ ହେବାକୁ ଥିବା ବିଧେୟକ ସଂପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ । ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଉଭୟ ଗୃହର ବହୁ ନେତା ସାମିଲ ହେବା ସୂଚନା ରହିଛି […]

ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ବୈଠକରେ ସଂସଦ କାର୍ଯ୍ୟ ସୁରୁଖୁରରେ ଚଲାଇବା ସବୁ ଦଳର ସହ ଯୋଗ ଲୋଡିବେ ସରକାର । ଏଥିସହ ଶୀତ ଅଧିବେଶନରେ ଆଗତ ହେବାକୁ ଥିବା ବିଧେୟକ ସଂପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ । ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଉଭୟ ଗୃହର ବହୁ ନେତା ସାମିଲ ହେବା ସୂଚନା ରହିଛି । ସୂଚନାଯୋଗ୍ୟ ଯେ ସର୍ବଦଳୀୟ ବୈଠକ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଲୋକସଭା ଏବଂ ରାଜାସଭାର ବିଭିନ୍ନ ଦଳର ନେତାମାନଙ୍କୁ ନିମନ୍ତ୍ରଣ ପଠାଇଛନ୍ତି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ ଠାରୁ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ। ଏଥର ସର୍ବଦଳୀୟ ବୈଠକ ବଦଳରେ ବିଜନେସ ଆଡଭାଇଜରୀ କମିଟିର ବୈଠକ ଡାକିବାକୁ ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

06 Dec 2022 By The Sakala

ସଂସଦର ଶୀତ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ବୈଠକରେ ସଂସଦ କାର୍ଯ୍ୟ ସୁରୁଖୁରରେ ଚଲାଇବା ସବୁ ଦଳର ସହ ଯୋଗ ଲୋଡିବେ ସରକାର । ଏଥିସହ ଶୀତ ଅଧିବେଶନରେ ଆଗତ ହେବାକୁ ଥିବା ବିଧେୟକ ସଂପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ । ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଉଭୟ ଗୃହର ବହୁ ନେତା ସାମିଲ ହେବା ସୂଚନା ରହିଛି । ସୂଚନାଯୋଗ୍ୟ ଯେ ସର୍ବଦଳୀୟ ବୈଠକ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଲୋକସଭା ଏବଂ ରାଜାସଭାର ବିଭିନ୍ନ ଦଳର ନେତାମାନଙ୍କୁ ନିମନ୍ତ୍ରଣ ପଠାଇଛନ୍ତି।

ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ ଠାରୁ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ। ଏଥର ସର୍ବଦଳୀୟ ବୈଠକ ବଦଳରେ ବିଜନେସ ଆଡଭାଇଜରୀ କମିଟିର ବୈଠକ ଡାକିବାକୁ ନିଷ୍ପତ୍ତି ନିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର