ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ଲସ୍କର ଆତଙ୍କବାଦୀ ନିହତ

The Sakala Picture
Published On

ଶ୍ରୀନଗର: ସୁରକ୍ଷାକର୍ମୀଙ୍କ ଗୁଳିରେ ଆଜି ସକାଳୁ ୩ ଲସ୍କର-ଏ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି। ଆଜି ଭୋର ସମୟରେ ଜମ୍ମୁ-କଶ୍ମୀରର ସୋପିଆନ୍‌ ଜିଲ୍ଲାର ମଞ୍ଝ ମାର୍ଗ ଅଞ୍ଚଳରେ ଏହି ଏନକାଉଣ୍ଟର ଘଟିଛି। ତେବେ ନିହତ ଆତଙ୍କବାଦୀମାନଙ୍କର ପରିଚୟ ଜଣାପଡିନାହିଁ। ଜମ୍ମୁ-କଶ୍ମୀର ପୁଲିସର ସୂଚନା ଅନୁଯାୟୀ, କେତେକ ଆତଙ୍କବାଦୀ ମଞ୍ଝ ମାର୍ଗ ଅଞ୍ଚଳରେ ପ୍ରବେଶ କରିଥିବା ସୂଚନା ଆଗରୁ ମିଳିଥିଲା। ଏହାପରେ ସୁରକ୍ଷାକର୍ମୀମାନେ ସେମାନଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀମାନେ […]

ଶ୍ରୀନଗର: ସୁରକ୍ଷାକର୍ମୀଙ୍କ ଗୁଳିରେ ଆଜି ସକାଳୁ ୩ ଲସ୍କର-ଏ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି। ଆଜି ଭୋର ସମୟରେ ଜମ୍ମୁ-କଶ୍ମୀରର ସୋପିଆନ୍‌ ଜିଲ୍ଲାର ମଞ୍ଝ ମାର୍ଗ ଅଞ୍ଚଳରେ ଏହି ଏନକାଉଣ୍ଟର ଘଟିଛି। ତେବେ ନିହତ ଆତଙ୍କବାଦୀମାନଙ୍କର ପରିଚୟ ଜଣାପଡିନାହିଁ।

ଆହୁରି ପଢ଼ନ୍ତୁ: ଖାଦ୍ୟ ପଦାର୍ଥରେ ଆଉ ବ୍ୟବହାର ହେବନି ଅଶ୍ୱଗନ୍ଧା ପତ୍ର, କେବଳ ଚେର ବ୍ୟବହାର ପାଇଁ ଅନୁମତି

ଜମ୍ମୁ-କଶ୍ମୀର ପୁଲିସର ସୂଚନା ଅନୁଯାୟୀ, କେତେକ ଆତଙ୍କବାଦୀ ମଞ୍ଝ ମାର୍ଗ ଅଞ୍ଚଳରେ ପ୍ରବେଶ କରିଥିବା ସୂଚନା ଆଗରୁ ମିଳିଥିଲା। ଏହାପରେ ସୁରକ୍ଷାକର୍ମୀମାନେ ସେମାନଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀମାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ଏହି ଗୁଳି ବିନିମୟରେ ୩ ଲସ୍କର-ଏ-ତୋଏବା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ: "ଏଠାରୁ ଟ୍ରାଫିକ୍ ହଟାଅ": ରାଲି ଯୋଗୁଁ ରାସ୍ତା ଜାମ୍ ହେବାରୁ ମନ୍ତ୍ରୀ ଗିରୀଶ ମହାଜନଙ୍କ ଉପରେ ବର୍ଷିଲେ ମୁମ୍ବାଇର ମହିଳା

ଆହୁରି ପଢ଼ନ୍ତୁ: ପ୍ରାଣଘାତୀ ଆକ୍ରମଣରେ ଗୁରୁତର ଇରାନର ସୁପ୍ରିମ୍ ଲିଡର୍ ମୋଜତାବା ଖାମେନେଇ: ଗୋଡ଼ର ୩ ଥର ଅସ୍ତ୍ରୋପଚାର, ଜଳିଯାଇଛି ମୁହଁ

20 Dec 2022 By The Sakala

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ଲସ୍କର ଆତଙ୍କବାଦୀ ନିହତ

ଶ୍ରୀନଗର: ସୁରକ୍ଷାକର୍ମୀଙ୍କ ଗୁଳିରେ ଆଜି ସକାଳୁ ୩ ଲସ୍କର-ଏ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି। ଆଜି ଭୋର ସମୟରେ ଜମ୍ମୁ-କଶ୍ମୀରର ସୋପିଆନ୍‌ ଜିଲ୍ଲାର ମଞ୍ଝ ମାର୍ଗ ଅଞ୍ଚଳରେ ଏହି ଏନକାଉଣ୍ଟର ଘଟିଛି। ତେବେ ନିହତ ଆତଙ୍କବାଦୀମାନଙ୍କର ପରିଚୟ ଜଣାପଡିନାହିଁ।

ଜମ୍ମୁ-କଶ୍ମୀର ପୁଲିସର ସୂଚନା ଅନୁଯାୟୀ, କେତେକ ଆତଙ୍କବାଦୀ ମଞ୍ଝ ମାର୍ଗ ଅଞ୍ଚଳରେ ପ୍ରବେଶ କରିଥିବା ସୂଚନା ଆଗରୁ ମିଳିଥିଲା। ଏହାପରେ ସୁରକ୍ଷାକର୍ମୀମାନେ ସେମାନଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀମାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ଏହି ଗୁଳି ବିନିମୟରେ ୩ ଲସ୍କର-ଏ-ତୋଏବା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର